2 ବଂଶାବଳୀ 21:3 - ଓଡିଆ ବାଇବେଲ3 ପୁଣି, ସେମାନଙ୍କର ପିତା ସେମାନଙ୍କୁ ମହାସମ୍ପତ୍ତି, ରୂପା ଓ ସୁନା ଓ ବହୁମୂଲ୍ୟ ଦ୍ରବ୍ୟ ଓ ଯିହୁଦାଦେଶସ୍ଥ ପ୍ରାଚୀରବେଷ୍ଟିତ ନଗର ଦାନ କଲେ; ମାତ୍ର ଯିହୋରାମ୍ ଜ୍ୟେଷ୍ଠ ହେବାରୁ ତାଙ୍କୁ ରାଜ୍ୟ ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ପୁଣି, ସେମାନଙ୍କର ପିତା ସେମାନଙ୍କୁ ମହାସମ୍ପତ୍ତି, ରୂପା ଓ ସୁନା ଓ ବହୁମୂଲ୍ୟ ଦ୍ରବ୍ୟ ଓ ଯିହୁଦାଦେଶସ୍ଥ ପ୍ରାଚୀରବେଷ୍ଟିତ ନଗର ଦାନ କଲେ; ମାତ୍ର ଯିହୋରାମ୍ ଜ୍ୟେଷ୍ଠ ହେବାରୁ ତାଙ୍କୁ ରାଜ୍ୟ ଦେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି, ସେମାନଙ୍କର ପିତା ସେମାନଙ୍କୁ ମହାସମ୍ପତ୍ତି, ରୂପା ଓ ସୁନା ଓ ବହୁମୂଲ୍ୟ ଦ୍ରବ୍ୟ ଓ ଯିହୁଦା ଦେଶସ୍ଥ ପ୍ରାଚୀର-ବେଷ୍ଟିତ ନଗର ଦାନ କଲେ; ମାତ୍ର ଯିହୋରାମ୍ ଜ୍ୟେଷ୍ଠ ହେବାରୁ ତାଙ୍କୁ ରାଜ୍ୟ ଦେଲେ। Viz kapitolaପବିତ୍ର ବାଇବଲ3 ଯିହୋଶାଫଟ୍ ତାଙ୍କର ପୁତ୍ରମାନଙ୍କୁ ରୂପା, ସୁନା ଓ ଅନେକ ବହୁମୂଲ୍ୟ ପଦାର୍ଥ ଉପହାର ଦେଇଥିଲେ। ସେ ସେମାନଙ୍କୁ ଯିହୁଦାର ଦୃଢ଼ ଦୁର୍ଗମାନ ମଧ୍ୟ ପ୍ରଦାନ କରିଥିଲେ। କିନ୍ତୁ ଯିହୋଶାଫଟ୍, ଯିହୋରାମଙ୍କୁ ରାଜ୍ୟ ଦେଲେ, କାରଣ ସେ ତାଙ୍କର ଜ୍ୟେଷ୍ଠ ପୁତ୍ର ଥିଲେ। Viz kapitola |