2 ବଂଶାବଳୀ 21:6 - ଓଡିଆ ବାଇବେଲ6 ପୁଣି ସେ ଆହାବଙ୍କର ବଂଶ ତୁଲ୍ୟ ଇସ୍ରାଏଲର ରାଜାମାନଙ୍କ ପଥରେ ଗମନ କଲେ; କାରଣ ସେ ଆହାବଙ୍କର କନ୍ୟାକୁ ବିବାହ କଲେ ଓ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ପୁଣି ସେ ଆହାବଙ୍କର ବଂଶ ତୁଲ୍ୟ ଇସ୍ରାଏଲର ରାଜାମାନଙ୍କ ପଥରେ ଗମନ କଲେ; କାରଣ ସେ ଆହାବଙ୍କର କନ୍ୟାକୁ ବିବାହ କଲେ ଓ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପୁଣି ସେ ଆହାବଙ୍କର ବଂଶ ତୁଲ୍ୟ ଇସ୍ରାଏଲର ରାଜାମାନଙ୍କ ପଥରେ ଗମନ କଲେ; କାରଣ ସେ ଆହାବଙ୍କର କନ୍ୟାକୁ ବିବାହ କଲେ ଓ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ। Viz kapitolaପବିତ୍ର ବାଇବଲ6 ସେ ଇସ୍ରାଏଲର ରାଜାମାନଙ୍କ ପରି ଜୀବନଯାପନ କଲେ। ଆହାବଙ୍କ ପରିବାର ଯେପରି ଜୀବନ କାଟିଥିଲେ, ସେ ସେହିପରି ଜୀବନ କାଟିଲେ। କାରଣ ଯିହୋରାମ୍ ଆହାବଙ୍କର କନ୍ୟାକୁ ବିବାହ କରିଥିଲେ। ଆଉ ଯିହୋରାମ୍ ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ କର୍ମ କଲେ। Viz kapitola |