Online Bible

- Reklamy -




2 ବଂଶାବଳୀ 21:9 - ଓଡିଆ ବାଇବେଲ

9 ତହିଁରେ ଯିହୋରାମ୍‍ ଆପଣା ସେନାପତିମାନଙ୍କୁ ଓ ଆପଣା ସଙ୍ଗେ ସମସ୍ତ ରଥ ନେଇ ଯାତ୍ରା କଲେ; ପୁଣି ସେ ରାତ୍ରିକାଳେ ଉଠି ଆପଣାର ଚତୁର୍ଦ୍ଦିଗବେଷ୍ଟିତ ଇଦୋମୀୟମାନଙ୍କୁ ଓ ରଥାଧ୍ୟକ୍ଷମାନଙ୍କୁ ସଂହାର କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

9 ତହିଁରେ ଯିହୋରାମ୍ ଆପଣା ସେନାପତିମାନଙ୍କୁ ଓ ଆପଣା ସଙ୍ଗେ ସମସ୍ତ ରଥ ନେଇ ଯାତ୍ରା କଲେ; ପୁଣି ସେ ରାତ୍ରିକାଳେ ଉଠି ଆପଣାର ଚତୁର୍ଦ୍ଦିଗବେଷ୍ଟିତ ଇଦୋମୀୟମାନଙ୍କୁ ଓ ରଥାଧ୍ୟକ୍ଷମାନଙ୍କୁ ସଂହାର କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତହିଁରେ ଯିହୋରାମ୍‍ ଆପଣା ସେନାପତିମାନଙ୍କୁ ଓ ଆପଣା ସଙ୍ଗେ ସମସ୍ତ ରଥ ନେଇ ଯାତ୍ରା କଲେ; ପୁଣି ସେ ରାତ୍ରିକାଳେ ଉଠି ଆପଣାର ଚତୁର୍ଦ୍ଦିଗ ବେଷ୍ଟିତ ଇଦୋମୀୟମାନଙ୍କୁ ଓ ରଥାଧ୍ୟକ୍ଷମାନଙ୍କୁ ସଂହାର କଲେ।

Viz kapitola kopírovat

ପବିତ୍ର ବାଇବଲ

9 ତେଣୁ ଯିହୋରାମ୍ ତାଙ୍କର ସମସ୍ତ ସେନାପତିଗଣ ଓ ରଥଗୁଡ଼ିକୁ ନେଇ ଇଦୋମକୁ ଗଲେ। ଯିହୋରାମ୍ ରାତିରେ ଇଦୋମୀୟମାନଙ୍କୁ ଆକ୍ରମଣ କଲେ। ମାତ୍ର ଇଦୋମୀୟ ସୈନ୍ୟଦଳ ଯିହୋରାମ ଓ ତାଙ୍କ ସୈନ୍ୟଦଳ ତଥା ରଥସବୁକୁ ଚତୁର୍ଦ୍ଦିଗରୁ ଘେରିଗଲେ।

Viz kapitola kopírovat




2 ବଂଶାବଳୀ 21:9

Následuj nás:

Reklamy


Reklamy