2 ବଂଶାବଳୀ 22:10 - ଓଡିଆ ବାଇବେଲ10 ଏଥି ମଧ୍ୟରେ ଅହସୀୟଙ୍କର ମାତା ଅଥଲୀୟା ଆପଣା ପୁତ୍ରକୁ ମୃତ ଦେଖନ୍ତେ, ସେ ଉଠି ଯିହୁଦା-ଗୋଷ୍ଠୀର ସମସ୍ତ ରାଜବଂଶ ବିନାଶ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ଏଥି ମଧ୍ୟରେ ଅହସୀୟଙ୍କର ମାତା ଅଥଲୀୟା ଆପଣା ପୁତ୍ରକୁ ମୃତ ଦେଖନ୍ତେ, ସେ ଉଠି ଯିହୁଦା-ଗୋଷ୍ଠୀର ସମସ୍ତ ରାଜବଂଶ ବିନାଶ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଏଥିମଧ୍ୟରେ ଅହସୀୟଙ୍କର ମାତା ଅଥଲୀୟା ଆପଣା ପୁତ୍ରକୁ ମୃତ ଦେଖନ୍ତେ, ସେ ଉଠି ଯିହୁଦା-ଗୋଷ୍ଠୀର ସମସ୍ତ ରାଜବଂଶ ବିନାଶ କଲେ। Viz kapitolaପବିତ୍ର ବାଇବଲ10 ଅଥଲିୟା ଅହସିୟଙ୍କ ମାତା ଥିଲେ। ଯେତେବେଳେ ସେ ଦେଖିଲେ ଯେ, ତାଙ୍କର ପୁତ୍ରର ମୃତ୍ୟୁ ହୋଇଅଛି, ସେ ଯିହୁଦାରେ ରାଜାଙ୍କର ସବୁ ସନ୍ତାନମାନଙ୍କୁ ହତ୍ୟା କଲେ। Viz kapitola |