2 ବଂଶାବଳୀ 23:3 - ଓଡିଆ ବାଇବେଲ3 ଏଉତ୍ତାରେ ସମଗ୍ର ସମାଜ ପରମେଶ୍ୱରଙ୍କ ଗୃହରେ ରାଜାଙ୍କ ସଙ୍ଗେ ନିୟମ କଲେ। ପୁଣି ଯିହୋୟାଦା ସେମାନଙ୍କୁ କହିଲା, ଦେଖ, ଦାଉଦଙ୍କର ସନ୍ତାନଗଣ ବିଷୟରେ ସଦାପ୍ରଭୁ ଯାହା କହିଅଛନ୍ତି, ତଦନୁସାରେ ରାଜପୁତ୍ର ରାଜ୍ୟ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ଏଉତ୍ତାରେ ସମଗ୍ର ସମାଜ ପରମେଶ୍ଵରଙ୍କ ଗୃହରେ ରାଜାଙ୍କ ସଙ୍ଗେ ନିୟମ କଲେ। ପୁଣି ଯିହୋୟାଦା ସେମାନଙ୍କୁ କହିଲା, ଦେଖ, ଦାଉଦଙ୍କର ସନ୍ତାନଗଣ ବିଷୟରେ ସଦାପ୍ରଭୁ ଯାହା କହିଅଛନ୍ତି, ତଦନୁସାରେ ରାଜପୁତ୍ର ରାଜ୍ୟ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏଉତ୍ତାରେ ସମଗ୍ର ସମାଜ ପରମେଶ୍ୱରଙ୍କ ଗୃହରେ ରାଜାଙ୍କ ସଙ୍ଗେ ନିୟମ କଲେ। ପୁଣି ଯିହୋୟାଦା ସେମାନଙ୍କୁ କହିଲା, “ଦେଖ, ଦାଉଦଙ୍କର ସନ୍ତାନଗଣ ବିଷୟରେ ସଦାପ୍ରଭୁ ଯାହା କହିଅଛନ୍ତି, ତଦନୁସାରେ ରାଜପୁତ୍ର ରାଜ୍ୟ କରିବେ। Viz kapitolaପବିତ୍ର ବାଇବଲ3 ଏକତ୍ରିତ ହୋଇଥିବା ସମସ୍ତ ଲୋକ ପରମେଶ୍ୱରଙ୍କ ମନ୍ଦିରରେ ରାଜାଙ୍କ ସହିତ ଏକ ନିୟମ କଲେ। ଯିହୋୟାଦା ସେହି ଲୋକମାନଙ୍କୁ କହିଲେ, “ରାଜାଙ୍କ ପୁତ୍ର ରାଜ୍ୟ କରିବେ। ଦାଉଦଙ୍କ ବଂଶଧରମାନଙ୍କ ବିଷୟରେ ସଦାପ୍ରଭୁ ଏହି ପ୍ରତିଜ୍ଞା କରିଥିଲେ। Viz kapitola |