2 ବଂଶାବଳୀ 23:5 - ଓଡିଆ ବାଇବେଲ5 ଓ ତୃତୀୟାଂଶ ରାଜଗୃହରେ ରହିବେ ଓ ତୃତୀୟାଂଶ ଭିତ୍ତିମୂଳ-ଦ୍ୱାରରେ ରହିବେ; ଆଉ ସମଗ୍ର ଲୋକ ସଦାପ୍ରଭୁଙ୍କ ଗୃହର ନାନା ପ୍ରାଙ୍ଗଣରେ ରହିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ଓ ତୃତୀୟାଂଶ ରାଜଗୃହରେ ରହିବେ ଓ ତୃତୀୟାଂଶ ଭିତ୍ତିମୂଳ-ଦ୍ଵାରରେ ରହିବେ; ଆଉ ସମଗ୍ର ଲୋକ ସଦାପ୍ରଭୁଙ୍କ ଗୃହର ନାନା ପ୍ରାଙ୍ଗଣରେ ରହିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଓ ତୃତୀୟାଂଶ ରାଜଗୃହରେ ରହିବେ ଓ ତୃତୀୟାଂଶ ଭିତ୍ତିମୂଳ-ଦ୍ୱାରରେ ରହିବେ; ଆଉ ସମଗ୍ର ଲୋକ ସଦାପ୍ରଭୁଙ୍କ ଗୃହର ନାନା ପ୍ରାଙ୍ଗଣରେ ରହିବେ। Viz kapitolaପବିତ୍ର ବାଇବଲ5 ତୁମ୍ଭମାନଙ୍କର ଏକ ତୃତୀୟାଂଶ ରାଜାଙ୍କ ଗୃହରେ ରହିବ। ତୁମ୍ଭମାନଙ୍କର ଅନ୍ୟ ଏକ-ତୃତୀୟାଂଶ ଝର ଫାଟକ ନିକଟରେ ଜଗି ରହିବ। କିନ୍ତୁ ଅନ୍ୟ ଲୋକ ସମସ୍ତେ ସଦାପ୍ରଭୁଙ୍କ ମନ୍ଦିରର ପ୍ରାଙ୍ଗଣ ମଧ୍ୟରେ ରହିବେ। Viz kapitola |