2 ବଂଶାବଳୀ 24:19 - ଓଡିଆ ବାଇବେଲ19 ତଥାପି ସଦାପ୍ରଭୁଙ୍କ ନିକଟକୁ ପୁନର୍ବାର ସେମାନଙ୍କୁ ଆଣିବା ପାଇଁ ସେ ଭବିଷ୍ୟଦ୍ବକ୍ତାମାନଙ୍କୁ ପଠାଇଲେ; ତହିଁରେ ସେମାନେ ସେମାନଙ୍କ ପ୍ରତିକୂଳରେ ସାକ୍ଷ୍ୟ ଦେଲେ। ମାତ୍ର ସେମାନେ କର୍ଣ୍ଣ ଦେବାକୁ ସମ୍ମତ ନୋହିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ତଥାପି ସଦାପ୍ରଭୁଙ୍କ ନିକଟକୁ ପୁନର୍ବାର ସେମାନଙ୍କୁ ଆଣିବା ପାଇଁ ସେ ଭବିଷ୍ୟଦ୍ବକ୍ତାମାନଙ୍କୁ ପଠାଇଲେ; ତହିଁରେ ସେମାନେ ସେମାନଙ୍କ ପ୍ରତିକୂଳରେ ସାକ୍ଷ୍ୟ ଦେଲେ। ମାତ୍ର ସେମାନେ କର୍ଣ୍ଣ ଦେବାକୁ ସମ୍ମତ ନୋହିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ତଥାପି ସଦାପ୍ରଭୁଙ୍କ ନିକଟକୁ ପୁନର୍ବାର ସେମାନଙ୍କୁ ଆଣିବା ପାଇଁ ସେ ଭବିଷ୍ୟଦ୍ବକ୍ତାମାନଙ୍କୁ ପଠାଇଲେ; ତହିଁରେ ସେମାନେ ସେମାନଙ୍କ ପ୍ରତିକୂଳରେ ସାକ୍ଷ୍ୟ ଦେଲେ। ମାତ୍ର ସେମାନେ କର୍ଣ୍ଣ ଦେବାକୁ ସମ୍ମତ ନୋହିଲେ। Viz kapitolaପବିତ୍ର ବାଇବଲ19 ଲୋକମାନଙ୍କୁ ସଦାପ୍ରଭୁଙ୍କ ପ୍ରତି ଫେରାଇ ଆଣିବାକୁ ପରମେଶ୍ୱର ସେମାନଙ୍କ ନିକଟକୁ ଭବିଷ୍ୟଦ୍ବକ୍ତାମାନଙ୍କୁ ପ୍ରେରଣ କଲେ। ଭବିଷ୍ୟଦ୍ବକ୍ତାମାନେ ଲୋକମାନଙ୍କୁ ସାବଧାନ କରାଇ ଦେଲେ। କିନ୍ତୁ ଲୋକମାନେ ଶୁଣିବାକୁ ମନା କଲେ। Viz kapitola |