2 ବଂଶାବଳୀ 24:23 - ଓଡିଆ ବାଇବେଲ23 ଏଥିଉତ୍ତାରେ ବର୍ଷ ଶେଷରେ ଅରାମୀୟ ସୈନ୍ୟ ତାଙ୍କର ପ୍ରତିକୂଳରେ ଆସିଲେ; ପୁଣି ସେମାନେ ଯିହୁଦା ଓ ଯିରୂଶାଲମକୁ ଆସି ଲୋକମାନଙ୍କ ମଧ୍ୟରୁ ସେମାନଙ୍କ ସମସ୍ତ ଅଧିପତିଙ୍କୁ ବିନାଶ କଲେ ଓ ସେମାନଙ୍କଠାରୁ ସକଳ ଲୁଟ ଦ୍ରବ୍ୟ ନେଇ ଦମ୍ମେଶକର ରାଜା ନିକଟକୁ ପଠାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)23 ଏଥି ଉତ୍ତାରେ ବର୍ଷ ଶେଷରେ ଅରାମୀୟ ସୈନ୍ୟ ତାଙ୍କର ପ୍ରତିକୂଳରେ ଆସିଲେ; ପୁଣି ସେମାନେ ଯିହୁଦା ଓ ଯିରୂଶାଲମକୁ ଆସି ଲୋକମାନଙ୍କ ମଧ୍ୟରୁ ସେମାନଙ୍କ ସମସ୍ତ ଅଧିପତିଙ୍କି ବିନାଶ କଲେ ଓ ସେମାନଙ୍କଠାରୁ ସକଳ ଲୁଟଦ୍ରବ୍ୟ ନେଇ ଦମ୍ମେଶକର ରାଜା ନିକଟକୁ ପଠାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଏଥିଉତ୍ତାରେ ବର୍ଷ ଶେଷରେ ଅରାମୀୟ ସୈନ୍ୟ ତାଙ୍କର ପ୍ରତିକୂଳରେ ଆସିଲେ; ପୁଣି ସେମାନେ ଯିହୁଦା ଓ ଯିରୂଶାଲମକୁ ଆସି ଲୋକମାନଙ୍କ ମଧ୍ୟରୁ ସେମାନଙ୍କ ସମସ୍ତ ଅଧିପତିଙ୍କୁ ବିନାଶ କଲେ ଓ ସେମାନଙ୍କଠାରୁ ସକଳ ଲୁଟଦ୍ରବ୍ୟ ନେଇ ଦମ୍ମେଶକର ରାଜା ନିକଟକୁ ପଠାଇଲେ। Viz kapitolaପବିତ୍ର ବାଇବଲ23 ବର୍ଷର ଶେଷ ଆଡ଼କୁ ଅରାମୀୟ ସୈନ୍ୟଦଳ ଯୋୟାଶଙ୍କ ବିରୁଦ୍ଧରେ ଆସିଲେ। ସେମାନେ ଯିହୁଦା ଓ ଯିରୁଶାଲମକୁ ଆକ୍ରମଣ କଲେ ଏବଂ ଲୋକମାନଙ୍କର ସବୁ ନେତାମାନଙ୍କୁ ହତ୍ୟା କଲେ। ସେମାନେ ସବୁ ବହୁମୂଲ୍ୟ ସାମଗ୍ରୀଗୁଡ଼ିକୁ ଦମ୍ମେଶକର ରାଜାଙ୍କ ନିକଟକୁ ପଠାଇ ଦେଲେ। Viz kapitola |