2 ବଂଶାବଳୀ 24:24 - ଓଡିଆ ବାଇବେଲ24 ଅରାମୀୟ ସୈନ୍ୟ ଅଳ୍ପ ଲୋକଦଳ ନେଇ ଆସିଥିଲେ; ତଥାପି ସଦାପ୍ରଭୁ ସେମାନଙ୍କ ହସ୍ତରେ ମହାସୈନ୍ୟଦଳକୁ ସମର୍ପଣ କଲେ, କାରଣ ସେମାନେ ସଦାପ୍ରଭୁ ଆପଣାମାନଙ୍କ ପିତୃଗଣର ପରମେଶ୍ୱରଙ୍କୁ ପରିତ୍ୟାଗ କରିଥିଲେ। ଏହିରୂପେ ସେମାନେ ଯୋୟାଶ୍ଙ୍କ ଉପରେ ଦଣ୍ଡାଜ୍ଞା ସଫଳ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ଅରାମୀୟ ସୈନ୍ୟ ଅଳ୍ପ ଲୋକଦଳ ନେଇ ଆସିଥିଲେ; ତଥାପି ସଦାପ୍ରଭୁ ସେମାନଙ୍କ ହସ୍ତରେ ମହାସୈନ୍ୟଦଳକୁ ସମର୍ପଣ କଲେ, କାରଣ ସେମାନେ ସଦାପ୍ରଭୁ ଆପଣାମାନଙ୍କ ପିତୃଗଣର ପରମେଶ୍ଵରଙ୍କୁ ପରିତ୍ୟାଗ କରିଥିଲେ। ଏହିରୂପେ ସେମାନେ ଯୋୟାଶ୍ଙ୍କ ଉପରେ ଦଣ୍ତାଜ୍ଞା ସଫଳ କଲେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଅରାମୀୟ ସୈନ୍ୟ ଅଳ୍ପ ଲୋକଦଳ ନେଇ ଆସିଥିଲେ; ତଥାପି ସଦାପ୍ରଭୁ ସେମାନଙ୍କ ହସ୍ତରେ ମହାସୈନ୍ୟଦଳକୁ ସମର୍ପଣ କଲେ, କାରଣ ସେମାନେ ସଦାପ୍ରଭୁ ଆପଣାମାନଙ୍କ ପିତୃଗଣର ପରମେଶ୍ୱରଙ୍କୁ ପରିତ୍ୟାଗ କରିଥିଲେ। ଏହିରୂପେ ସେମାନେ ଯୋୟାଶ୍ଙ୍କ ଉପରେ ଦଣ୍ଡାଜ୍ଞା ସଫଳ କଲେ। Viz kapitolaପବିତ୍ର ବାଇବଲ24 ଅରାମୀୟ ସୈନ୍ୟଦଳ ନିଜ ସହିତ ଲୋକମାନଙ୍କର ଏକ କ୍ଷୁଦ୍ରଦଳକୁ ନେଇ ଆସିଥିଲେ କିନ୍ତୁ ସଦାପ୍ରଭୁ ସେମାନଙ୍କୁ ଯିହୁଦାର ବୃହତ୍ ସୈନ୍ୟଦଳ ଉପରେ ବିଜୟଲାଭ କରିବାକୁ ଦେଲେ। ସଦାପ୍ରଭୁ ଏହିପରି କଲେ, କାରଣ ଯିହୁଦାର ଲୋକମାନେ ସେମାନଙ୍କ ପୂର୍ବପୁରୁଷମାନେ ଯେଉଁ ସଦାପ୍ରଭୁ ପରମେଶ୍ୱରଙ୍କର ଅନୁଗାମୀ ହୋଇଥିଲେ, ସେମାନେ ତାଙ୍କୁ ପରିତ୍ୟାଗ କରିଥିଲେ। ତେଣୁ ଯୋୟାଶ୍ ଦଣ୍ଡିତ ହେଲେ। Viz kapitola |