Online Bible

- Reklamy -




2 ବଂଶାବଳୀ 24:5 - ଓଡିଆ ବାଇବେଲ

5 ତହିଁରେ ସେ ଯାଜକମାନଙ୍କୁ ଓ ଲେବୀୟମାନଙ୍କୁ ଏକତ୍ର କରି କହିଲେ, ତୁମ୍ଭେମାନେ ଯିହୁଦାର ସମସ୍ତ ନଗରକୁ ଯାଅ ଓ ବର୍ଷକୁ ବର୍ଷ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ ଦୃଢ଼ କରିବା ନିମନ୍ତେ ସମଗ୍ର ଇସ୍ରାଏଲ ନିକଟରୁ ମୁଦ୍ରା ସଂଗ୍ରହ କର, ଏବଂ ଏହି କାର୍ଯ୍ୟ ଶୀଘ୍ର କର। ତଥାପି ଲେବୀୟମାନେ ତାହା ଶୀଘ୍ର କଲେ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

5 ତହିଁରେ ସେ ଯାଜକମାନଙ୍କୁ ଓ ଲେବୀୟମାନଙ୍କୁ ଏକତ୍ର କରି କହିଲେ, ତୁମ୍ଭେମାନେ ଯିହୁଦାର ସମସ୍ତ ନଗରକୁ ଯାଅ ଓ ବର୍ଷକୁ ବର୍ଷ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ଗୃହ ଦୃଢ଼ କରିବା ନିମନ୍ତେ ସମଗ୍ର ଇସ୍ରାଏଲ ନିକଟରୁ ମୁଦ୍ରା ସଂଗ୍ରହ କର, ଏହି କାର୍ଯ୍ୟ ଶୀଘ୍ର କର। ତଥାପି ଲେବୀୟମାନେ ତାହା ଶୀଘ୍ର କଲେ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତହିଁରେ ସେ ଯାଜକମାନଙ୍କୁ ଓ ଲେବୀୟମାନଙ୍କୁ ଏକତ୍ର କରି କହିଲେ, “ତୁମ୍ଭେମାନେ ଯିହୁଦାର ସମସ୍ତ ନଗରକୁ ଯାଅ ଓ ବର୍ଷକୁ ବର୍ଷ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ ଦୃଢ଼ କରିବା ନିମନ୍ତେ ସମଗ୍ର ଇସ୍ରାଏଲ ନିକଟରୁ ମୁଦ୍ରା ସଂଗ୍ରହ କର, ଏବଂ ଏହି କାର୍ଯ୍ୟ ଶୀଘ୍ର କର।” ତଥାପି ଲେବୀୟମାନେ ତାହା ଶୀଘ୍ର କଲେ ନାହିଁ।

Viz kapitola kopírovat

ପବିତ୍ର ବାଇବଲ

5 ଯୋୟାଶ୍ ଯାଜକ ଓ ଲେବୀୟମାନଙ୍କୁ ଏକତ୍ରିତ କଲେ। ସେ ସେମାନଙ୍କୁ କହିଲେ, “ଯିହୁଦାର ସହରଗୁଡ଼ିକୁ ଯାଅ ଓ ଇସ୍ରାଏଲର ଲୋକମାନେ ପ୍ରତି ବର୍ଷ ଯେଉଁ ଅର୍ଥ ଦିଅନ୍ତି, ତାହାକୁ ଠୁଳ କର। ତୁମ୍ଭମାନଙ୍କର ପରମେଶ୍ୱରଙ୍କ ମନ୍ଦିରକୁ ପୁନଃନିର୍ମିତ କରିବା ନିମନ୍ତେ ସେହି ଅର୍ଥକୁ ବ୍ୟବହାର କର। ଶୀଘ୍ର ଯାଅ ଓ ଏହି କାର୍ଯ୍ୟ କର।” କିନ୍ତୁ ଲେବୀୟମାନେ ଚଞ୍ଚଳ ହେଲେ ନାହିଁ।

Viz kapitola kopírovat




2 ବଂଶାବଳୀ 24:5

Následuj nás:

Reklamy


Reklamy