Online Bible

- Reklamy -




2 ବଂଶାବଳୀ 24:6 - ଓଡିଆ ବାଇବେଲ

6 ଏଥିରେ ରାଜା ପ୍ରଧାନ ଯିହୋୟାଦାକୁ ଡାକି କହିଲେ, ସାକ୍ଷ୍ୟ-ତମ୍ବୁ ନିମନ୍ତେ ସଦାପ୍ରଭୁଙ୍କ ସେବକ ମୋଶା ଓ ଇସ୍ରାଏଲ ମଣ୍ଡଳୀ ଦ୍ୱାରା ଯେଉଁ କର ନିରୂପିତ ହୋଇଅଛି, ତାହା ତୁମ୍ଭେ ଯିହୁଦା ଓ ଯିରୂଶାଲମରୁ ଆଣିବା ପାଇଁ କାହିଁକି ଲେବୀୟମାନଙ୍କୁ ଆଦେଶ କରି ନାହଁ ?

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

6 ଏଥିରେ ରାଜା ପ୍ରଧାନ ଯିହୋୟାଦାକୁ ଡାକି କହିଲେ, ସାକ୍ଷ୍ୟ-ତମ୍ଵୁ ନିମନ୍ତେ ସଦାପ୍ରଭୁଙ୍କ ସେବକ ମୋଶା ଓ ଇସ୍ରାଏଲ-ମଣ୍ତଳୀ ଦ୍ଵାରା ଯେଉଁ କର ନିରୂପିତ ହୋଇଅଛି, ତାହା ତୁମ୍ଭେ ଯିହୁଦା ଓ ଯିରୂଶାଲମରୁ ଆଣିବା ପାଇଁ କାହିଁକି ଲେବୀୟମାନଙ୍କୁ ଆଦେଶ କରି ନାହଁ?

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଏଥିରେ ରାଜା ପ୍ରଧାନ ଯିହୋୟାଦାକୁ ଡାକି କହିଲେ, “ସାକ୍ଷ୍ୟ-ତମ୍ବୁ ନିମନ୍ତେ ସଦାପ୍ରଭୁଙ୍କ ସେବକ ମୋଶା ଓ ଇସ୍ରାଏଲ-ମଣ୍ଡଳୀ ଦ୍ୱାରା ଯେଉଁ କର ନିରୂପିତ ହୋଇଅଛି, ତାହା ତୁମ୍ଭେ ଯିହୁଦା ଓ ଯିରୂଶାଲମରୁ ଆଣିବା ପାଇଁ କାହିଁକି ଲେବୀୟମାନଙ୍କୁ ଆଦେଶ କରି ନାହଁ?”

Viz kapitola kopírovat

ପବିତ୍ର ବାଇବଲ

6 ତେଣୁ ରାଜ ଯୋୟାଶ୍ ମୁଖ୍ୟଯାଜକ ଯିହୋୟାଦାଙ୍କୁ ଡକାଇଲେ। ରାଜା କହିଲେ, “ଯିହୋୟାଦା, ଯିହୁଦା ଓ ଯିରୁଶାଲମରୁ ସଂଗୃହୀତ ଖଜଣା ଆଣିବାକୁ ତୁମ୍ଭେ କାହିଁକି ଲେବୀୟମାନଙ୍କୁ ପଠାଉ ନାହଁ? ସଦାପ୍ରଭୁଙ୍କ ଦାସ ମୋଶା ଓ ଇସ୍ରାଏଲର ଲୋକମାନେ ସେହି ଖଜଣାକୁ ପବିତ୍ର ତମ୍ବୁ ନିମନ୍ତେ ବ୍ୟବହାର କରୁଥିଲେ।”

Viz kapitola kopírovat




2 ବଂଶାବଳୀ 24:6

Následuj nás:

Reklamy


Reklamy