2 ବଂଶାବଳୀ 24:8 - ଓଡିଆ ବାଇବେଲ8 ରାଜା ଏହିପରି ଆଜ୍ଞା କରନ୍ତେ, ସେମାନେ ଏକ ସିନ୍ଦୁକ ନିର୍ମାଣ କରି ବାହାରେ ସଦାପ୍ରଭୁଙ୍କ ଗୃହର ଦ୍ୱାର ନିକଟରେ ରଖିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ରାଜା ଏହିପରି ଆଜ୍ଞା କରନ୍ତେ, ସେମାନେ ଏକ ସିନ୍ଦୁକ ନିର୍ମାଣ କରି ବାହାରେ ସଦାପ୍ରଭୁଙ୍କ ଗୃହର ଦ୍ଵାର ନିକଟରେ ରଖିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ରାଜା ଏହିପରି ଆଜ୍ଞା କରନ୍ତେ, ସେମାନେ ଏକ ସିନ୍ଦୁକ ନିର୍ମାଣ କରି ବାହାରେ ସଦାପ୍ରଭୁଙ୍କ ଗୃହର ଦ୍ୱାର ନିକଟରେ ରଖିଲେ। Viz kapitolaପବିତ୍ର ବାଇବଲ8 ରାଜା ଯୋୟାଶ୍ ଏକ ବାକ୍ସ ନିର୍ମାଣ କରିବାକୁ ଓ ସଦାପ୍ରଭୁଙ୍କ ମନ୍ଦିର ଦ୍ୱାରର ବାହାର ପାର୍ଶ୍ୱରେ ରଖିବାକୁ ଆଦେଶ ଦେଲେ। Viz kapitola |