2 ବଂଶାବଳୀ 24:9 - ଓଡିଆ ବାଇବେଲ9 ଆଉ, ପରମେଶ୍ୱରଙ୍କ ସେବକ ମୋଶା ପ୍ରାନ୍ତରରେ ଇସ୍ରାଏଲ ଉପରେ ଯେଉଁ କର ବସାଇଥିଲେ, ତାହା ସଦାପ୍ରଭୁଙ୍କ ନିମନ୍ତେ ଆଣିବା ପାଇଁ ସେମାନେ ଯିହୁଦା ଓ ଯିରୂଶାଲମରେ ଘୋଷଣା କରାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ଆଉ, ପରମେଶ୍ଵରଙ୍କ ସେବକ ମୋଶା ପ୍ରାନ୍ତରରେ ଇସ୍ରାଏଲ ଉପରେ ଯେଉଁ କର ବସାଇଥିଲେ, ତାହା ସଦାପ୍ରଭୁଙ୍କ ନିମନ୍ତେ ଆଣିବା ପାଇଁ ସେମାନେ ଯିହୁଦା ଓ ଯିରୂଶାଲମରେ ଘୋଷଣା କରାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଆଉ, ପରମେଶ୍ୱରଙ୍କ ସେବକ ମୋଶା ପ୍ରାନ୍ତରରେ ଇସ୍ରାଏଲ ଉପରେ ଯେଉଁ କର ବସାଇଥିଲେ, ତାହା ସଦାପ୍ରଭୁଙ୍କ ନିମନ୍ତେ ଆଣିବା ପାଇଁ ସେମାନେ ଯିହୁଦା ଓ ଯିରୂଶାଲମରେ ଘୋଷଣା କରାଇଲେ। Viz kapitolaପବିତ୍ର ବାଇବଲ9 ଏହା ପରେ ଲେବୀୟମାନେ ଯିହୁଦା ଓ ଯିରୁଶାଲମରେ ଏକ ଘୋଷଣା କଲେ। ସେମାନେ ସଦାପ୍ରଭୁଙ୍କ ନିମନ୍ତେ ଖଜଣା ଦେବାକୁ ଲୋକମାନଙ୍କୁ କହିଲେ। ଇସ୍ରାଏଲର ଲୋକମାନେ ମରୁଭୂମିରେ ଥିବା ସମୟରେ ପରମେଶ୍ୱରଙ୍କ ଦାସ ମୋଶା ସେମାନଙ୍କୁ ଖଜଣା ଦେବାକୁ କହିଥିଲେ। Viz kapitola |