2 ବଂଶାବଳୀ 25:10 - ଓଡିଆ ବାଇବେଲ10 ତହୁଁ ଅମତ୍ସୀୟ ଇଫ୍ରୟିମରୁ ଆପଣା ନିକଟକୁ ଆଗତ ସୈନ୍ୟଦଳକୁ ସେମାନଙ୍କ ଗୃହକୁ ପୁନର୍ବାର ଯିବା ପାଇଁ ପୃଥକ କଲେ; ଏଣୁ ଯିହୁଦା ପ୍ରତିକୂଳରେ ସେମାନଙ୍କର କ୍ରୋଧ ଅତି ପ୍ରଜ୍ୱଳିତ ହେଲା ଓ ସେମାନେ ପ୍ରଚଣ୍ଡ କ୍ରୋଧରେ ଗୃହକୁ ଫେରିଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ତହୁଁ ଅମତ୍ସୀୟ ଇଫ୍ରୟିମରୁ ଆପଣା ନିକଟକୁ ଆଗତ ସୈନ୍ୟଦଳକୁ ସେମାନଙ୍କ ଗୃହକୁ ପୁନର୍ବାର ଯିବା ପାଇଁ ପୃଥକ କଲେ; ଏଣୁ ଯିହୁଦା ପ୍ରତିକୂଳରେ ସେମାନଙ୍କର କ୍ରୋଧ ଅତି ପ୍ରଜ୍ଵଳିତ ହେଲା ଓ ସେମାନେ ପ୍ରଚଣ୍ତ କ୍ରୋଧରେ ଗୃହକୁ ଫେରିଗଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତହୁଁ ଅମତ୍ସୀୟ ଇଫ୍ରୟିମରୁ ଆପଣା ନିକଟକୁ ଆଗତ ସୈନ୍ୟଦଳକୁ ସେମାନଙ୍କ ଗୃହକୁ ପୁନର୍ବାର ଯିବା ପାଇଁ ପୃଥକ କଲେ; ଏଣୁ ଯିହୁଦା ପ୍ରତିକୂଳରେ ସେମାନଙ୍କର କ୍ରୋଧ ଅତି ପ୍ରଜ୍ୱଳିତ ହେଲା ଓ ସେମାନେ ପ୍ରଚଣ୍ଡ କ୍ରୋଧରେ ଗୃହକୁ ଫେରିଗଲେ। Viz kapitolaପବିତ୍ର ବାଇବଲ10 ତେଣୁ ଅମତ୍ସିୟ ଇସ୍ରାଏଲୀୟ ସୈନ୍ୟମାନଙ୍କୁ ସେମାନଙ୍କ ଗୃହକୁ, ଇଫ୍ରୟିମକୁ ଫେରାଇ ଦେଲେ। ସେହି ଲୋକମାନେ ରାଜା ଓ ଯିହୁଦାର ଲୋକମାନଙ୍କ ଉପରେ ଭୟଙ୍କର କ୍ରୋଧ କଲେ। ସେମାନେ ଅତ୍ୟନ୍ତ କ୍ରୋଧାନ୍ୱିତ ହୋଇ ଗୃହକୁ ଫେରିଗଲେ। Viz kapitola |