2 ବଂଶାବଳୀ 25:11 - ଓଡିଆ ବାଇବେଲ11 ଏଉତ୍ତାରେ ଅମତ୍ସୀୟ ସାହସିକ ହୋଇ ଆପଣା ଲୋକଙ୍କୁ କଢ଼ାଇ ନେଇ ଲବଣ ଉପତ୍ୟକାକୁ ଗଲେ ଓ ସେୟୀର-ସନ୍ତାନଗଣର ଦଶ ସହସ୍ର ଲୋକଙ୍କୁ ବଧ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ଏଉତ୍ତାରେ ଅମତ୍ସୀୟ ସାହସିକ ହୋଇ ଆପଣା ଲୋକଙ୍କୁ କଢ଼ାଇ ନେଇ ଲବଣ-ଉପତ୍ୟକାକୁ କଲେ ଓ ସେୟୀର-ସନ୍ତାନଗଣର ଦଶ ସହସ୍ର ଲୋକଙ୍କୁ ବଧ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଏଉତ୍ତାରେ ଅମତ୍ସୀୟ ସାହସିକ ହୋଇ ଆପଣା ଲୋକଙ୍କୁ କଢ଼ାଇ ନେଇ ଲବଣ ଉପତ୍ୟକାକୁ ଗଲେ ଓ ସେୟୀର-ସନ୍ତାନଗଣର ଦଶ ସହସ୍ର ଲୋକଙ୍କୁ ବଧ କଲେ। Viz kapitolaପବିତ୍ର ବାଇବଲ11 ଏହା ପରେ ଅମତ୍ସିୟ ଅତ୍ୟନ୍ତ ସାହସୀ ହୋଇ ଉଠିଲେ ଓ ତାଙ୍କର ସୈନ୍ୟଦଳକୁ ଲବଣଉପତ୍ୟକାକୁ କଢ଼ାଇ ନେଲେ। ସେହି ସ୍ଥାନରେ, ଅମତ୍ସିୟଙ୍କ ସୈନ୍ୟଦଳ ସେୟୀରର 10,000 ଲୋକଙ୍କୁ ହତ୍ୟା କଲେ। Viz kapitola |