2 ବଂଶାବଳୀ 25:14 - ଓଡିଆ ବାଇବେଲ14 ଅମତ୍ସୀୟ ଇଦୋମୀୟମାନଙ୍କୁ ସଂହାର କରି ଫେରି ଆସିଲା ଉତ୍ତାରେ ସେ ସେୟୀର-ସନ୍ତାନମାନଙ୍କ ଦେବଗଣକୁ ଆଣି ଆପଣାର ଦେବତା ହେବା ପାଇଁ ସ୍ଥାପନ କଲେ, ସେମାନଙ୍କ ସମ୍ମୁଖରେ ପ୍ରଣାମ କରି ସେମାନଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଅମତ୍ସୀୟ ଇଦୋମୀୟମାନଙ୍କୁ ସଂହାର କରି ଫେରି ଆସିଲା ଉତ୍ତାରେ ସେ ସେୟୀର-ସନ୍ତାନମାନଙ୍କ ଦେବଗଣକୁ ଆଣି ଆପଣାର ଦେବତା ହେବା ପାଇଁ ସ୍ଥାପନ କଲେ, ସେମାନଙ୍କ ସମ୍ମୁଖରେ ପ୍ରଣାମ କରି ସେମାନଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଅମତ୍ସୀୟ ଇଦୋମୀୟମାନଙ୍କୁ ସଂହାର କରି ଫେରି ଆସିଲା ଉତ୍ତାରେ ସେ ସେୟୀର-ସନ୍ତାନମାନଙ୍କ ଦେବଗଣକୁ ଆଣି ଆପଣାର ଦେବତା ହେବା ପାଇଁ ସ୍ଥାପନ କଲେ, ସେମାନଙ୍କ ସମ୍ମୁଖରେ ପ୍ରଣାମ କରି ସେମାନଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ। Viz kapitolaପବିତ୍ର ବାଇବଲ14 ଅମତ୍ସିୟ ଇଦୋମୀୟ ଲୋକମାନଙ୍କୁ ପରାସ୍ତ କରିବା ପରେ ଗୃହକୁ ବାହୁଡ଼ି ଆସିଲେ। ସେୟୀରର ଲୋକମାନେ ଯେଉଁ ଦେବ ପ୍ରତିମାକୁ ପୂଜା କରୁଥିଲେ, ସେଗୁଡ଼ିକୁ ସଙ୍ଗରେ ଆଣିଥିଲେ। ଅମତ୍ସିୟ ସେହି ଦେବ ପ୍ରତିମାକୁ ପୂଜା କରିବାକୁ ଆରମ୍ଭ କଲେ। ସେ ସେହି ଦେବତାମାନଙ୍କର ସମ୍ମୁଖରେ ପ୍ରଣିପାତ କଲେ ଓ ସେ ସେମାନଙ୍କର ନିକଟରେ ଧୂପ ଜ୍ୱଳାଇଲେ। Viz kapitola |