Online Bible

- Reklamy -




2 ବଂଶାବଳୀ 25:18 - ଓଡିଆ ବାଇବେଲ

18 ତହିଁରେ ଇସ୍ରାଏଲର ରାଜା ଯୋୟାଶ୍‍ ଯିହୁଦାର ରାଜା ଅମତ୍‍ସୀୟଙ୍କ ନିକଟକୁ ଲୋକ ପଠାଇ କହିଲେ, ଲିବାନୋନର କଣ୍ଟକ ଲତା ଲିବାନୋନର ଏରସ ବୃକ୍ଷ ନିକଟକୁ କହି ପଠାଇଲା, ତୁମ୍ଭ କନ୍ୟାକୁ ମୋ’ ପୁତ୍ର ସଙ୍ଗେ ବିବାହ ଦିଅ; ଏଥିମଧ୍ୟରେ ଲିବାନୋନର ଏକ ବନ୍ୟ ପଶୁ ନିକଟ ଦେଇ ଯାଉ ଯାଉ ସେହି କଣ୍ଟକ ଲତାକୁ ଦଳି ପକାଇଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 ତହିଁରେ ଇସ୍ରାଏଲର ରାଜା ଯୋୟାଶ୍ ଯିହୁଦାର ରାଜା ଅମତ୍ସୀୟଙ୍କ ନିକଟକୁ ଲୋକ ପଠାଇ କହିଲେ, ଲିବାନୋନର କଣ୍ଟକଲତା ଲିବାନୋନର ଏରସ ବୃକ୍ଷ ନିକଟକୁ କହି ପଠାଇଲା, ତୁମ୍ଭ କନ୍ୟାକୁ ମୋʼ ପୁତ୍ର ସଙ୍ଗେ ବିବାହ ଦିଅ; ଏଥି ମଧ୍ୟରେ ଲିବାନୋନର ଏକ ବନ୍ୟ ପଶୁ ନିକଟ ଦେଇ ଯାଉ ଯାଉ ସେହି କଣ୍ଟକଲତାକୁ ଦଳି ପକାଇଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ତହିଁରେ ଇସ୍ରାଏଲର ରାଜା ଯୋୟାଶ୍‍ ଯିହୁଦାର ରାଜା ଅମତ୍‍ସୀୟଙ୍କ ନିକଟକୁ ଲୋକ ପଠାଇ କହିଲେ, “ଲିବାନୋନର କଣ୍ଟକଲତା ଲିବାନୋନର ଏରସ ବୃକ୍ଷ ନିକଟକୁ କହି ପଠାଇଲା, ‘ତୁମ୍ଭ କନ୍ୟାକୁ ମୋʼ ପୁତ୍ର ସଙ୍ଗେ ବିବାହ ଦିଅ;’ ଏଥିମଧ୍ୟରେ ଲିବାନୋନର ଏକ ବନ୍ୟ ପଶୁ ନିକଟ ଦେଇ ଯାଉ ଯାଉ ସେହି କଣ୍ଟକଲତାକୁ ଦଳି ପକାଇଲା।

Viz kapitola kopírovat

ପବିତ୍ର ବାଇବଲ

18 ଏହା ପରେ ଯୋୟାଶ୍ ଅମତ୍‌ସିୟଙ୍କ ନିକଟକୁ ତାଙ୍କର ଉତ୍ତର ପଠାଇଲେ। ଯୋୟାଶ୍ ଇସ୍ରାଏଲର ରାଜା ଓ ଅମତ୍‌ସିୟ ଯିହୁଦାର ରାଜା ଥିଲେ। ଯୋୟାଶ୍ ଏହି ବାର୍ତ୍ତା କହିଲେ: “ଲିବାନୋ‌ନ୍‌ର ଏକ କ୍ଷୁଦ୍ର କଣ୍ଟାବୁଦା, ଲିବାନୋ‌ନ୍‌ର ଏକ ବିରାଟ ଦେବଦାରୁ ବୃକ୍ଷ ନିକଟକୁ ଏହି ବାଣୀ ପଠାଇଲା। କ୍ଷୁଦ୍ର କଣ୍ଟାବୁଦା ଏହି କଥା କହିଲା, ‘ତୁମ୍ଭର କନ୍ୟା ମୋର ପୁତ୍ରକୁ ବିବାହ କରୁ।’ କିନ୍ତୁ ଏକ ହିଂସ୍ରଜନ୍ତୁ ଆସିଲା ଓ କଣ୍ଟାବୁଦା ଉପର ଦେଇ ଗ୍ଭଲିଗଲା। ଆଉ ତାହାକୁ ସମ୍ପୂର୍ଣ୍ଣ ନଷ୍ଟ କରି ଦେଲା।

Viz kapitola kopírovat




2 ବଂଶାବଳୀ 25:18

Následuj nás:

Reklamy


Reklamy