Online Bible

- Reklamy -




2 ବଂଶାବଳୀ 25:24 - ଓଡିଆ ବାଇବେଲ

24 ପୁଣି, ପରମେଶ୍ୱରଙ୍କ ଗୃହରେ ଓବେଦ୍‍-ଇଦୋମର ଅଧୀନରେ ପ୍ରାପ୍ତ ସକଳ ସୁବର୍ଣ୍ଣ ଓ ରୌପ୍ୟ ଓ ସକଳ ପାତ୍ର ଓ ରାଜଗୃହର ଧନ, ମଧ୍ୟ ବନ୍ଧକ ଥିବା ଲୋକମାନଙ୍କୁ ନେଇ ଶମରୀୟାକୁ ଫେରିଗଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

24 ପୁଣି, ପରମେଶ୍ଵରଙ୍କ ଗୃହରେ ଓବେଦ୍-ଇଦୋମର ଅଧୀନରେ ପ୍ରାପ୍ତ ସକଳ ସୁବର୍ଣ୍ଣ ଓ ରୌପ୍ୟ ଓ ସକଳ ପାତ୍ର ଓ ରାଜଗୃହର ଧନ, ମଧ୍ୟ ବନ୍ଧକ ଥିବା ଲୋକମାନଙ୍କୁ ନେଇ ଶମରୀୟାକୁ ଫେରିଗଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ପୁଣି, ପରମେଶ୍ୱରଙ୍କ ଗୃହରେ ଓବେଦ୍‍-ଇଦୋମର ଅଧୀନରେ ପ୍ରାପ୍ତ ସକଳ ସୁବର୍ଣ୍ଣ ଓ ରୌପ୍ୟ ଓ ସକଳ ପାତ୍ର ଓ ରାଜଗୃହର ଧନ, ମଧ୍ୟ ବନ୍ଧକ ଥିବା ଲୋକମାନଙ୍କୁ ନେଇ ଶମରୀୟାକୁ ଫେରିଗଲେ।

Viz kapitola kopírovat

ପବିତ୍ର ବାଇବଲ

24 ପରମେଶ୍ୱରଙ୍କ ମନ୍ଦିରରେ ଏବଂ ରାଜାଙ୍କ ପ୍ରାସାଦରେ ସୁନା, ରୂପା ଓ ଆହୁରି ଅନେକ ସାମଗ୍ରୀ ସବୁ ରହିଥିଲା। ଓବେଦ୍-ଇଦୋମ ଏହି ସମସ୍ତର ଦାୟିତ୍ୱରେ ଥିଲେ। କିନ୍ତୁ ଯୋୟାଶ୍ ସେହି ସବୁତକ ସାମଗ୍ରୀ ନେଇଗଲେ। ଏହା ପରେ ଯୋୟାଶ୍ କିଛି ଲୋକଙ୍କୁ ବନ୍ଦୀକରି ନେଇଗଲେ ଓ ଶମରିୟାକୁ ଫେରିଗଲେ।

Viz kapitola kopírovat




2 ବଂଶାବଳୀ 25:24

Následuj nás:

Reklamy


Reklamy