2 ବଂଶାବଳୀ 25:8 - ଓଡିଆ ବାଇବେଲ8 ମାତ୍ର ଯେବେ ଆପଣ ଯିବେ, ତେବେ ସାହସରେ କାର୍ଯ୍ୟ କରନ୍ତୁ, ଯୁଦ୍ଧ କରିବାକୁ ବଳବାନ ହେଉନ୍ତୁ; ପରମେଶ୍ୱର ଶତ୍ରୁ ସମ୍ମୁଖରେ ଆପଣଙ୍କୁ ନିପାତ କରିବେ, କାରଣ ସାହାଯ୍ୟ କରିବାକୁ ଓ ନିପାତ କରିବାକୁ ପରମେଶ୍ୱରଙ୍କ ଶକ୍ତି ଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)8 ମାତ୍ର ଯେବେ ଆପଣ ଯିବେ, ତେବେ ସାହସରେ କାର୍ଯ୍ୟ କରନ୍ତୁ, ଯୁଦ୍ଧ କରିବାକୁ ବଳବାନ ହେଉନ୍ତୁ; ପରମେଶ୍ଵର ଶତ୍ରୁ ସମ୍ମୁଖରେ ଆପଣଙ୍କୁ ନିପାତ କରିବେ, କାରଣ ସାହାଯ୍ୟ କରିବାକୁ ଓ ନିପାତ କରିବାକୁ ପରମେଶ୍ଵରଙ୍କ ଶକ୍ତି ଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ମାତ୍ର ଯେବେ ଆପଣ ଯିବେ, ତେବେ ସାହସରେ କାର୍ଯ୍ୟ କରନ୍ତୁ, ଯୁଦ୍ଧ କରିବାକୁ ବଳବାନ ହେଉନ୍ତୁ; ପରମେଶ୍ୱର ଶତ୍ରୁ ସମ୍ମୁଖରେ ଆପଣଙ୍କୁ ନିପାତ କରିବେ, କାରଣ ସାହାଯ୍ୟ କରିବାକୁ ଓ ନିପାତ କରିବାକୁ ପରମେଶ୍ୱରଙ୍କ ଶକ୍ତି ଅଛି।” Viz kapitolaପବିତ୍ର ବାଇବଲ8 ହୋଇପାରେ, ତୁମ୍ଭେ ନିଜକୁ ଦୃଢ଼ ଓ ଯୁଦ୍ଧ ନିମନ୍ତେ ସୁପ୍ରସ୍ତୁତ କରିପାର, କିନ୍ତୁ ପରମେଶ୍ୱର ହିଁ ତୁମ୍ଭକୁ ବିଜୟୀ କିଅବା ପରାଜୟୀ ହେବା ନିମନ୍ତେ ସାହାଯ୍ୟ କରି ପାରନ୍ତି।” Viz kapitola |