Online Bible

- Reklamy -




2 ବଂଶାବଳୀ 25:9 - ଓଡିଆ ବାଇବେଲ

9 ତହିଁରେ ଅମତ୍‍ସୀୟ ପରମେଶ୍ୱରଙ୍କ ଲୋକଙ୍କୁ କହିଲେ, ଭଲ, ମାତ୍ର ମୁଁ ଇସ୍ରାଏଲ-ସୈନ୍ୟକୁ ଯେଉଁ ଏକ ଶହ ତାଳନ୍ତ ରୂପା ଦେଇଅଛି, ତହିଁ ପାଇଁ ଆମ୍ଭେମାନେ କ’ଣ କରିବା ? ଏଥିରେ ପରମେଶ୍ୱରଙ୍କ ଲୋକ ଉତ୍ତର କଲେ; ସଦାପ୍ରଭୁ ତୁମ୍ଭକୁ ତହିଁରୁ ଅତି ଅଧିକ ଦେବାକୁ ସମର୍ଥ ଅଟନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

9 ତହିଁରେ ଅମତ୍ସୀୟ ପରମେଶ୍ଵରଙ୍କ ଲୋକଙ୍କୁ କହିଲେ, ଭଲ, ମାତ୍ର ମୁଁ ଇସ୍ରାଏଲ-ସୈନ୍ୟକୁ ଯେଉଁ ଏକ ଶହ ତାଳ; ରୂପା ଦେଇଅଛି, ତହିଁ ପାଇଁ ଆମ୍ଭେମାନେ କଅଣ କରିବା? ଏଥିରେ ପରମେଶ୍ଵରଙ୍କ ଲୋକ ଉତ୍ତର କଲେ; ସଦାପ୍ରଭୁ ତୁମ୍ଭକୁ ତହିଁରୁ ଅତି ଅଧିକ ଦେବାକୁ ସମର୍ଥ ଅଟନ୍ତି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତହିଁରେ ଅମତ୍‍ସୀୟ ପରମେଶ୍ୱରଙ୍କ ଲୋକଙ୍କୁ କହିଲେ, “ଭଲ, ମାତ୍ର ମୁଁ ଇସ୍ରାଏଲ-ସୈନ୍ୟକୁ ଯେଉଁ ଏକ ଶହ ତାଳନ୍ତ ରୂପା ଦେଇଅଛି, ତହିଁ ପାଇଁ ଆମ୍ଭେମାନେ କʼଣ କରିବା?” ଏଥିରେ ପରମେଶ୍ୱରଙ୍କ ଲୋକ ଉତ୍ତର କଲେ; “ସଦାପ୍ରଭୁ ତୁମ୍ଭକୁ ତହିଁରୁ ଅତି ଅଧିକ ଦେବାକୁ ସମର୍ଥ ଅଟନ୍ତି।”

Viz kapitola kopírovat

ପବିତ୍ର ବାଇବଲ

9 ଅମତ୍‌ସିୟ ପରମେଶ୍ୱରଙ୍କ ସେହି ବ୍ୟକ୍ତିଙ୍କୁ କହିଲେ, “କିନ୍ତୁ ମୁଁ ଇସ୍ରାଏଲୀୟ ସୈନ୍ୟଦଳକୁ ଯେଉଁ 100 ତାଳନ୍ତ ରୂପା ଦେଇସାରିଛି, ତାହା ବିଷୟରେ କ’ଣ କରାଯିବ?” ପରମେଶ୍ୱରଙ୍କ ବ୍ୟକ୍ତି ଉତ୍ତର ଦେଲେ, “ସଦାପ୍ରଭୁଙ୍କର ପ୍ରଚୁର ଅଛି, ସେ ତୁମ୍ଭକୁ ତାହାଠାରୁ ଯଥେଷ୍ଟ ଅଧିକ ଦେଇପାରନ୍ତି!”

Viz kapitola kopírovat




2 ବଂଶାବଳୀ 25:9

Následuj nás:

Reklamy


Reklamy