2 ବଂଶାବଳୀ 26:10 - ଓଡିଆ ବାଇବେଲ10 ପୁଣି, ସେ ପ୍ରାନ୍ତରରେ ଦୁର୍ଗମାନ ନିର୍ମାଣ କଲେ, ମଧ୍ୟ ତଳଭୂମିରେ ଓ ସମଭୂମିରେ ତାଙ୍କର ବହୁତ ପଶୁ ଥିବାରୁ ଅନେକ କୂପ ଖୋଳିଲେ; ଆଉ, ପର୍ବତରେ ଓ ଫଳବତ୍ କ୍ଷେତ୍ରରେ ତାଙ୍କର କୃଷକ ଓ ଦ୍ରାକ୍ଷା-କୃଷକଗଣ ଥିଲେ; କାରଣ ସେ କୃଷିପ୍ରିୟ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ପୁଣି, ସେ ପ୍ରାନ୍ତରରେ ଦୁର୍ଗମାନ ନିର୍ମାଣ କଲେ, ମଧ୍ୟ ତଳଭୂମିରେ ଓ ସମଭୂମିରେ ତାଙ୍କର ବହୁତ ପଶୁ ଥିବାରୁ ଅନେକ କୂପ ଖୋଳିଲେ; ଆଉ, ପର୍ବତରେ ଓ ଫଳବତ୍ କ୍ଷେତ୍ରରେ ତାଙ୍କର କୃଷକ ଓ ଦ୍ରାକ୍ଷା-କୃଷକଗଣ ଥିଲେ; କାରଣ ସେ କୃଷିପ୍ରିୟ ଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପୁଣି, ସେ ପ୍ରାନ୍ତରରେ ଦୁର୍ଗମାନ ନିର୍ମାଣ କଲେ, ମଧ୍ୟ ତଳଭୂମିରେ ଓ ସମଭୂମିରେ ତାଙ୍କର ବହୁତ ପଶୁ ଥିବାରୁ ଅନେକ କୂପ ଖୋଳିଲେ; ଆଉ, ପର୍ବତରେ ଓ ଫଳବତ୍ କ୍ଷେତ୍ରରେ ତାଙ୍କର କୃଷକ ଓ ଦ୍ରାକ୍ଷା-କୃଷକଗଣ ଥିଲେ; କାରଣ ସେ କୃଷିପ୍ରିୟ ଥିଲେ। Viz kapitolaପବିତ୍ର ବାଇବଲ10 ଉଷିୟ ମରୁଭୂମି ମଧ୍ୟରେ ଦୁର୍ଗମାନ ନିର୍ମାଣ କଲେ। ଆହୁରି ମଧ୍ୟ, ସେ ଅନେକ କୂପ ଖୋଳିଲେ। ପାର୍ବତ୍ୟମୟ ଦେଶ ଓ ସମତଳ ଭୂମିରେ ତାଙ୍କର ପ୍ରଚୁର ପଶୁପଲ ଥିଲା। ପାର୍ବତ୍ୟାଞ୍ଚଳ ଓ ଉତ୍ତମ ଶସ୍ୟ ଉତ୍ପନ୍ନ ହେଉଥିବା ସ୍ଥାନମାନଙ୍କରେ ଉଷିୟଙ୍କର କୃଷକମାନେ ଥିଲେ। ଅଙ୍ଗୁରକ୍ଷେତ୍ର ଗୁଡ଼ିକର ଯତ୍ନ ନେବା ନିମନ୍ତେ ସେ ଲୋକମାନଙ୍କୁ ନିଯୁକ୍ତ କଲେ। ସେ କୃଷିକର୍ମକୁ ଭଲ ପାଉଥିଲେ। Viz kapitola |