2 ବଂଶାବଳୀ 26:14 - ଓଡିଆ ବାଇବେଲ14 ପୁଣି, ଉଷୀୟ ସେହି ସମସ୍ତ ସୈନ୍ୟଦଳ ନିମନ୍ତେ ଢାଲ, ବର୍ଚ୍ଛା, ଟୋପର, ସାଞ୍ଜୁଆ, ଧନୁ ଓ ଛାଟିଣୀ ପଥର ପ୍ରସ୍ତୁତ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ପୁଣି, ଉଷୀୟ ସେହି ସମସ୍ତ ସୈନ୍ୟଦଳ ନିମନ୍ତେ ଢାଲ ଓ ବର୍ଚ୍ଛା ଓ ଟୋପର ଓ ସାଞ୍ଜୁଆ ଓ ଧନୁ ଓ ଛାଟିଣୀ-ପଥର ପ୍ରସ୍ତୁତ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ପୁଣି, ଉଷୀୟ ସେହି ସମସ୍ତ ସୈନ୍ୟଦଳ ନିମନ୍ତେ ଢାଲ, ବର୍ଚ୍ଛା, ଟୋପର, ସାଞ୍ଜୁଆ, ଧନୁ ଓ ଛାଟିଣୀ ପଥର ପ୍ରସ୍ତୁତ କଲେ। Viz kapitolaପବିତ୍ର ବାଇବଲ14 ଉଷିୟ ସୈନ୍ୟଦଳକୁ ଢାଲ, ବର୍ଚ୍ଛା, ଟୋପର, ସାଞ୍ଜୁଆ, ଧନୁ ଓ ଛାଟେଣୀ ପାଇଁ ପଥର ଦେଲେ। Viz kapitola |