Online Bible

- Reklamy -




2 ବଂଶାବଳୀ 26:18 - ଓଡିଆ ବାଇବେଲ

18 ପୁଣି, ସେମାନେ ଉଷୀୟ ରାଜାଙ୍କୁ ନିବାରଣ କରି ତାଙ୍କୁ କହିଲେ, ହେ ଉଷୀୟ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବା ପାଇଁ ଆପଣଙ୍କର ଅଧିକାର ନାହିଁ, ମାତ୍ର ହାରୋଣଙ୍କର ସନ୍ତାନ ଯେଉଁ ଯାଜକମାନେ ଧୂପ ଜ୍ୱଳାଇବା ପାଇଁ ପବିତ୍ରୀକୃତ ହୋଇଅଛନ୍ତି, ସେମାନଙ୍କର ଅଧିକାର ଅଟେ; ପବିତ୍ର ସ୍ଥାନରୁ ବାହାରି ଯାଉନ୍ତୁ; ଆପଣ ସତ୍ୟ-ଲଙ୍ଘନ କରିଅଛନ୍ତି; ଏହା ସଦାପ୍ରଭୁ ପରମେଶ୍ୱରଙ୍କଠାରୁ ଆପଣଙ୍କ ଗୌରବାର୍ଥେ ହେବ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 ପୁଣି ସେମାନେ ଉଷୀୟ ରାଜାଙ୍କୁ ନିବାରଣ କରି ତାଙ୍କୁ କହିଲେ, ହେ ଉଷୀୟ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇବା ପାଇଁ ଆପଣଙ୍କର ଅଧିକାର ନାହିଁ, ମାତ୍ର ହାରୋଣଙ୍କର ସନ୍ତାନ ଯେଉଁ ଯାଜକମାନେ ଧୂପ ଜ୍ଵଳାଇବା ପାଇଁ ପବିତ୍ରୀକୃତ ହୋଇଅଛନ୍ତି, ସେମାନଙ୍କର ଅଧିକାର ଅଟେ; ପବିତ୍ର ସ୍ଥାନରୁ ବାହାରି ଯାଉନ୍ତୁ; ଆପଣ ସତ୍ୟଲଙ୍ଘନ କରିଅଛନ୍ତି; ଏହା ସଦାପ୍ରଭୁ ପରମେଶ୍ଵରଙ୍କଠାରୁ ଆପଣଙ୍କ ଗୌରବାର୍ଥେ ହେବ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ପୁଣି, ସେମାନେ ଉଷୀୟ ରାଜାଙ୍କୁ ନିବାରଣ କରି ତାଙ୍କୁ କହିଲେ, “ହେ ଉଷୀୟ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବା ପାଇଁ ଆପଣଙ୍କର ଅଧିକାର ନାହିଁ, ମାତ୍ର ହାରୋଣଙ୍କର ସନ୍ତାନ ଯେଉଁ ଯାଜକମାନେ ଧୂପ ଜ୍ୱଳାଇବା ପାଇଁ ପବିତ୍ରୀକୃତ ହୋଇଅଛନ୍ତି, ସେମାନଙ୍କର ଅଧିକାର ଅଟେ; ପବିତ୍ର ସ୍ଥାନରୁ ବାହାରି ଯାଉନ୍ତୁ; ଆପଣ ସତ୍ୟ-ଲଙ୍ଘନ କରିଅଛନ୍ତି; ଏହା ସଦାପ୍ରଭୁ ପରମେଶ୍ୱରଙ୍କଠାରୁ ଆପଣଙ୍କ ଗୌରବାର୍ଥେ ହେବ ନାହିଁ।”

Viz kapitola kopírovat

ପବିତ୍ର ବାଇବଲ

18 ସେମାନେ ଉଷିୟଙ୍କୁ କହିଲେ ଯେ, ସେ ଭୁଲ୍ କାର୍ଯ୍ୟ କରୁଛନ୍ତି। ସେମାନେ ତାଙ୍କୁ କହିଲେ, “ଉଷିୟ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବା ତୁମ୍ଭର କାର୍ଯ୍ୟ ନୁହେଁ। ଏହି କାର୍ଯ୍ୟ କରିବା ତୁମ୍ଭ ନିମନ୍ତେ ମଙ୍ଗଳ ଜନକ ନୁହେଁ। ଯାଜକ ଓ ହାରୋଣଙ୍କ ବଂଶଧରମାନେ କେବଳ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସୁଗନ୍ଧିଧୂପ ଜ୍ୱଳାନ୍ତି। ଏହି ଯାଜକମାନେ ସୁଗନ୍ଧିଧୂପ ଜ୍ୱଳାଇବାର ପବିତ୍ର ସେବାକାର୍ଯ୍ୟ ନିମନ୍ତେ ତାଲିମପ୍ରାପ୍ତ ହୋଇଛନ୍ତି। ଏହି ମହାପବିତ୍ର ସ୍ଥାନରୁ ବାହାରି ଯାଅ। ତୁମ୍ଭେ ବିଶ୍ୱସ୍ତ ହୋଇ ନାହଁ। ସଦାପ୍ରଭୁ ପରମେଶ୍ୱର ଏଥିନିମନ୍ତେ ତୁମ୍ଭକୁ ସମ୍ମାନିତ କରିବେ ନାହିଁ।”

Viz kapitola kopírovat




2 ବଂଶାବଳୀ 26:18

Následuj nás:

Reklamy


Reklamy