2 ବଂଶାବଳୀ 26:19 - ଓଡିଆ ବାଇବେଲ19 ସେତେବେଳେ ଉଷୀୟ କୋପାନ୍ୱିତ ହେଲେ; ପୁଣି ଧୂପ ଜ୍ୱଳାଇବା ନିମନ୍ତେ ତାଙ୍କର ହସ୍ତରେ ଧୂପାଚି ଥିଲା; ପୁଣି ସେ ଯାଜକମାନଙ୍କ ପ୍ରତି କୋପାନ୍ୱିତ ଥାଉ ଥାଉ ସଦାପ୍ରଭୁଙ୍କ ଗୃହରେ ଯାଜକମାନଙ୍କ ସାକ୍ଷାତରେ ଧୂପବେଦି ନିକଟରେ ତାଙ୍କର କପାଳରେ କୁଷ୍ଠ ପ୍ରକାଶ ପାଇଲା। Viz kapitolaପବିତ୍ର ବାଇବଲ (Re-edited) - (BSI)19 ସେତେବେଳେ ଉଷୀୟ କୋପାନ୍ଵିତ ହେଲେ; ପୁଣି ଧୂପ ଜ୍ଵଳାଇବା ନିମନ୍ତେ ତାଙ୍କର ହସ୍ତରେ ଧୂପାଚି ଥିଲା; ପୁଣି ସେ ଯାଜକମାନଙ୍କ ପ୍ରତି କୋପାନ୍ଵିତ ଥାଉ ଥାଉ ସଦାପ୍ରଭୁଙ୍କ ଗୃହରେ ଯାଜକମାନଙ୍କ ସାକ୍ଷାତରେ ଧୂପବେଦି ନିକଟରେ ତାଙ୍କର କପାଳରେ କୁଷ୍ଠ ପ୍ରକାଶ ପାଇଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ସେତେବେଳେ ଉଷୀୟ କୋପାନ୍ୱିତ ହେଲେ; ପୁଣି ଧୂପ ଜ୍ୱଳାଇବା ନିମନ୍ତେ ତାଙ୍କର ହସ୍ତରେ ଧୂପାଚି ଥିଲା; ପୁଣି ସେ ଯାଜକମାନଙ୍କ ପ୍ରତି କୋପାନ୍ୱିତ ଥାଉ ଥାଉ ସଦାପ୍ରଭୁଙ୍କ ଗୃହରେ ଯାଜକମାନଙ୍କ ସାକ୍ଷାତରେ ଧୂପବେଦି ନିକଟରେ ତାଙ୍କର କପାଳରେ କୁଷ୍ଠ ପ୍ରକାଶ ପାଇଲା। Viz kapitolaପବିତ୍ର ବାଇବଲ19 କିନ୍ତୁ ଉଷିୟ କ୍ରୋଧାନ୍ୱିତ ହେଲେ। ସୁଗନ୍ଧିଧୂପ ଜଳାଇବା ନିମନ୍ତେ ସେ ତାଙ୍କ ହାତରେ ଏକ ପାତ୍ର ଧରିଥିଲେ। ଉଷିୟ ଯାଜକମାନଙ୍କ ଉପରେ କ୍ରୋଧ କରୁଥିବା ସମୟରେ ହିଁ କୁଷ୍ଠରୋଗ ତାଙ୍କର କପାଳରେ ପ୍ରକାଶ ପାଇଲା। ଏହା ସଦାପ୍ରଭୁଙ୍କ ମନ୍ଦିରରେ, ସୁଗନ୍ଧି ଧୂପର ଯଜ୍ଞବେଦି ନିକଟରେ ଯାଜକମାନଙ୍କ ସମ୍ମୁଖରେ ଘଟିଲା। Viz kapitola |