Online Bible

- Reklamy -




2 ବଂଶାବଳୀ 26:21 - ଓଡିଆ ବାଇବେଲ

21 ତହିଁରେ ଉଷୀୟ ରାଜା ଆପଣା ମରଣ ଦିନ ପର୍ଯ୍ୟନ୍ତ କୁଷ୍ଠୀ ହୋଇ ପୃଥକ୍‍ ଗୃହରେ ବାସ କଲେ; କାରଣ ସେ ସଦାପ୍ରଭୁଙ୍କ ଗୃହରୁ ଉଚ୍ଛିନ୍ନ ହେଲେ; ତହୁଁ ତାଙ୍କର ପୁତ୍ର ଯୋଥମ୍‍ ରାଜଗୃହର କର୍ତ୍ତା ହୋଇ ଦେଶସ୍ଥ ଲୋକମାନଙ୍କର ବିଚାର କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

21 ତହିଁରେ ଉଷୀୟ ରାଜା ଆପଣା ମରଣଦିନ ପର୍ଯ୍ୟନ୍ତ କୁଷ୍ଠୀ ହୋଇ ପୃଥକ୍ ଗୃହରେ ବାସ କଲେ; କାରଣ ସେ ସଦାପ୍ରଭୁଙ୍କ ଗୃହରୁ ଉଚ୍ଛିନ୍ନ ହେଲେ; ତହୁଁ ତାଙ୍କର ପୁତ୍ର ଯୋଥମ୍ ରାଜଗୃହର କର୍ତ୍ତା ହୋଇ ଦେଶସ୍ଥ ଲୋକମାନଙ୍କର ବିଚାର କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ତହିଁରେ ଉଷୀୟ ରାଜା ଆପଣା ମରଣ ଦିନ ପର୍ଯ୍ୟନ୍ତ କୁଷ୍ଠୀ ହୋଇ ପୃଥକ ଗୃହରେ ବାସ କଲେ; କାରଣ ସେ ସଦାପ୍ରଭୁଙ୍କ ଗୃହରୁ ଉଚ୍ଛିନ୍ନ ହେଲେ; ତହୁଁ ତାଙ୍କର ପୁତ୍ର ଯୋଥମ୍‍ ରାଜଗୃହର କର୍ତ୍ତା ହୋଇ ଦେଶସ୍ଥ ଲୋକମାନଙ୍କର ବିଚାର କଲେ।

Viz kapitola kopírovat

ପବିତ୍ର ବାଇବଲ

21 ରାଜା ଉଷିୟ ଜଣେ କୁଷ୍ଠରୋଗଗ୍ରସ୍ତ। ସେ ସଦାପ୍ରଭୁଙ୍କ ମନ୍ଦିର ମଧ୍ୟରେ ପ୍ରବେଶ କରି ପାରିବେ ନାହିଁ। ଉଷିୟଙ୍କ ପୁତ୍ର ଯୋଥମ୍ ରାଜାଙ୍କ ଗୃହକୁ ନିୟନ୍ତ୍ରଣ କଲେ ଓ ଲୋକମାନଙ୍କର ରାଜ୍ୟପାଳ ହେଲେ।

Viz kapitola kopírovat




2 ବଂଶାବଳୀ 26:21

Následuj nás:

Reklamy


Reklamy