2 ବଂଶାବଳୀ 26:22 - ଓଡିଆ ବାଇବେଲ22 ଏହି ଉଷୀୟଙ୍କର ଆଦ୍ୟନ୍ତ ଅବଶିଷ୍ଟ ବୃତ୍ତାନ୍ତ ଆମୋସର ପୁତ୍ର ଯିଶାଇୟ ଭବିଷ୍ୟଦ୍ବକ୍ତା ଲେଖିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)22 ଏହି ଉଷୀୟଙ୍କର ଆଦ୍ୟ; ଅବଶିଷ୍ଟ ବୃତ୍ତା; ଆମୋସର ପୁତ୍ର ଯିଶାଇୟ ଭବିଷ୍ୟଦ୍ବକ୍ତା ଲେଖିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଏହି ଉଷୀୟଙ୍କର ଆଦ୍ୟନ୍ତ ଅବଶିଷ୍ଟ ବୃତ୍ତାନ୍ତ ଆମୋସର ପୁତ୍ର ଯିଶାଇୟ ଭବିଷ୍ୟଦ୍ବକ୍ତା ଲେଖିଲେ। Viz kapitolaପବିତ୍ର ବାଇବଲ22 ଉଷିୟ ଅନ୍ୟ ଯେଉଁ ସମସ୍ତ କାର୍ଯ୍ୟ କରିଥିଲେ, ସେହିସବୁ ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ଆମୋସଙ୍କ ପୁତ୍ର ଭବିଷ୍ୟଦ୍ବକ୍ତା ଯିଶାଇୟଙ୍କ ପୁସ୍ତକରେ ଲେଖା ଯାଇଅଛି। Viz kapitola |