2 ବଂଶାବଳୀ 26:23 - ଓଡିଆ ବାଇବେଲ23 ଏହିରୂପେ ଉଷୀୟ ମୃତ୍ୟୁବରଣ କଲେ; ତହିଁରେ ଲୋକମାନେ ତାଙ୍କର ପିତୃଗଣ ସହିତ ରାଜାମାନଙ୍କ କବର କ୍ଷେତ୍ରରେ ତାଙ୍କୁ କବର ଦେଲେ; କାରଣ ସେମାନେ କହିଲେ, ସେ କୁଷ୍ଠୀ; ତହୁଁ ତାଙ୍କର ପୁତ୍ର ଯୋଥମ୍ ତାଙ୍କର ପଦରେ ରାଜ୍ୟ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)23 ଏହିରୂପେ ଉଷୀୟ ଆପଣା ପିତୃଗଣ ସହିତ ଶୟନ କଲେ; ତହିଁରେ ଲୋକମାନେ ତାଙ୍କର ପିତୃଗଣ ସହିତ ରାଜାମାନଙ୍କ କବର କ୍ଷେତ୍ରରେ ତାଙ୍କୁ କବର ଦେଲେ; କାରଣ ସେମାନେ କହିଲେ, ସେ କୁଷ୍ଠୀ; ତହୁଁ ତାଙ୍କର ପୁତ୍ର ଯୋଥମ୍ ତାଙ୍କର ପଦରେ ରାଜ୍ୟ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଏହିରୂପେ ଉଷୀୟ ମୃତ୍ୟୁବରଣ କଲେ; ତହିଁରେ ଲୋକମାନେ ତାଙ୍କର ପିତୃଗଣ ସହିତ ରାଜାମାନଙ୍କ କବର କ୍ଷେତ୍ରରେ ତାଙ୍କୁ କବର ଦେଲେ; କାରଣ ସେମାନେ କହିଲେ, “ସେ କୁଷ୍ଠୀ;” ତହୁଁ ତାଙ୍କର ପୁତ୍ର ଯୋଥମ୍ ତାଙ୍କର ପଦରେ ରାଜ୍ୟ କଲେ। Viz kapitolaପବିତ୍ର ବାଇବଲ23 ଉଷିୟ ମୃତ୍ୟୁବରଣ କଲେ ଓ ତାଙ୍କର ପୂର୍ବପୁରୁଷମାନଙ୍କ ନିକଟରେ କବର ପାଇଲେ। ଉଷିୟ ରାଜାମାନଙ୍କ କବରସ୍ଥାନ ନିକଟସ୍ଥ କ୍ଷେତରେ କବର ପାଇଲେ। କାରଣ ଲୋକମାନେ କହିଲେ, “ଉଷିୟଙ୍କଠାରେ କୁଷ୍ଠରୋଗ ଥିଲା।” ଆଉ ଯୋଥମ୍ ଉଷିୟଙ୍କ ସ୍ଥାନରେ ନୂତନ ରାଜା ହେଲେ। ଯୋଥମ୍ ଉଷିୟଙ୍କ ପୁତ୍ର ଥିଲେ। Viz kapitola |