Online Bible

- Reklamy -




2 ବଂଶାବଳୀ 26:6 - ଓଡିଆ ବାଇବେଲ

6 ପୁଣି, ସେ ଯାଇ ପଲେଷ୍ଟୀୟମାନଙ୍କ ପ୍ରତିକୂଳରେ ଯୁଦ୍ଧ କଲେ; ଆଉ ଗାଥ୍‍-ନଗରର ପ୍ରାଚୀର ଓ ଯବ୍‍ନିର ପ୍ରାଚୀର ଓ ଅସ୍‍ଦୋଦର ପ୍ରାଚୀର ଭାଙ୍ଗି ପକାଇଲେ; ପୁଣି ଅସ୍‍ଦୋଦ ଦେଶରେ ଓ ପଲେଷ୍ଟୀୟମାନଙ୍କ ମଧ୍ୟରେ ନାନା ନଗର ନିର୍ମାଣ କଲେ

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

6 ପୁଣି, ସେ ଯାଇ ପଲେଷ୍ଟୀୟମାନଙ୍କ ପ୍ରତିକୂଳରେ ଯୁଦ୍ଧ କଲେ; ଆଉ ଗାଥ୍-ନଗରର ପ୍ରାଚୀର ଓ ଯବ୍ନିର ପ୍ରାଚୀର ଓ ଅସ୍ଦୋଦ୍ର ପ୍ରାଚୀର ଭାଙ୍ଗି ପକାଇଲେ; ପୁଣି ଅସ୍ଦୋଦ୍ ଦେଶରେ ଓ ପଲେଷ୍ଟୀୟମାନଙ୍କ ମଧ୍ୟରେ ନାନା ନଗର ନିର୍ମାଣ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ପୁଣି, ସେ ଯାଇ ପଲେଷ୍ଟୀୟମାନଙ୍କ ପ୍ରତିକୂଳରେ ଯୁଦ୍ଧ କଲେ; ଆଉ ଗାଥ୍‍-ନଗରର ପ୍ରାଚୀର ଓ ଯବ୍‍ନିର ପ୍ରାଚୀର ଓ ଅସ୍ଦୋଦର ପ୍ରାଚୀର ଭାଙ୍ଗି ପକାଇଲେ; ପୁଣି ଅସ୍ଦୋଦ ଦେଶରେ ଓ ପଲେଷ୍ଟୀୟମାନଙ୍କ ମଧ୍ୟରେ ନାନା ନଗର ନିର୍ମାଣ କଲେ

Viz kapitola kopírovat

ପବିତ୍ର ବାଇବଲ

6 ଉଷିୟ ପଲେଷ୍ଟୀୟ ଲୋକମାନଙ୍କ ବିରୁଦ୍ଧରେ ଗୋଟିଏ ଯୁଦ୍ଧ କଲେ। ସେ ଗାଥ୍, ଯ‌‌ବ୍‌‌ନିର ଓ ଅ‌ସ୍‌ଦୋଦ୍ ସହରର ଚତୁର୍ଦ୍ଦିଗରେ ଥିବା ପ୍ରାଚୀର ସବୁ ଭାଙ୍ଗି ପକାଇଲେ। ଉଷିୟ ଅ‌ସ୍‌ଦୋଦ୍ ସହର ନିକଟରେ ଓ ଅନ୍ୟାନ୍ୟ ସ୍ଥାନରେ ପଲେଷ୍ଟୀୟ ଲୋକମାନଙ୍କ ମଧ୍ୟରେ ସହରମାନ ନିର୍ମାଣ କଲେ।

Viz kapitola kopírovat




2 ବଂଶାବଳୀ 26:6

Následuj nás:

Reklamy


Reklamy