2 ବଂଶାବଳୀ 27:5 - ଓଡିଆ ବାଇବେଲ5 ମଧ୍ୟ ସେ ଅମ୍ମୋନ-ସନ୍ତାନଗଣର ରାଜା ସଙ୍ଗେ ଯୁଦ୍ଧ କରି ସେମାନଙ୍କୁ ପରାସ୍ତ କଲେ; ତହିଁରେ ଅମ୍ମୋନ ସନ୍ତାନଗଣ ସେହି ବର୍ଷ ତାଙ୍କୁ ଏକ ଶହ ତାଳନ୍ତ ରୂପା ଓ ଦଶ ସହସ୍ର ମହଣ ଗହମ ଓ ଦଶ ସହସ୍ର ମହଣ ଯବ ଦେଲେ। ଅମ୍ମୋନ ସନ୍ତାନଗଣ ଦ୍ୱିତୀୟ ଓ ତୃତୀୟ ବର୍ଷ ମଧ୍ୟ ସେତିକି ତାଙ୍କୁ ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ମଧ୍ୟ ସେ ଅମ୍ମୋନ-ସନ୍ତାନଗଣର ରାଜା ସଙ୍ଗେ ଯୁଦ୍ଧ କରି ସେମାନଙ୍କୁ ପରାସ୍ତ କଲେ; ତହିଁରେ ଅମ୍ମୋନ-ସନ୍ତାନଗଣ ସେହି ବର୍ଷ ତାଙ୍କୁ ଏକ ଶହ ତାଳ; ରୂପା ଓ ଦଶ ସହସ୍ର ମହଣ ଗହମ ଓ ଦଶ ସହସ୍ର ମହଣ ଯବ ଦେଲେ। ଅମ୍ମୋନ-ସନ୍ତାନଗଣ ଦ୍ଵିତୀୟ ଓ ତୃତୀୟ ବର୍ଷ ମଧ୍ୟ ସେତିକି ତାଙ୍କୁ ଦେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ମଧ୍ୟ ସେ ଅମ୍ମୋନ-ସନ୍ତାନଗଣର ରାଜା ସଙ୍ଗେ ଯୁଦ୍ଧ କରି ସେମାନଙ୍କୁ ପରାସ୍ତ କଲେ; ତହିଁରେ ଅମ୍ମୋନ-ସନ୍ତାନଗଣ ସେହି ବର୍ଷ ତାଙ୍କୁ ଏକ ଶହ ତାଳନ୍ତ ରୂପା ଓ ଦଶ ସହସ୍ର ମହଣ ଗହମ ଓ ଦଶ ସହସ୍ର ମହଣ ଯବ ଦେଲେ। ଅମ୍ମୋନ-ସନ୍ତାନଗଣ ଦ୍ୱିତୀୟ ଓ ତୃତୀୟ ବର୍ଷ ମଧ୍ୟ ସେତିକି ତାଙ୍କୁ ଦେଲେ। Viz kapitolaପବିତ୍ର ବାଇବଲ5 ଯୋଥମ୍ ଅମ୍ମୋନୀୟ ଲୋକମାନଙ୍କର ରାଜା ଓ ତାଙ୍କର ସୈନ୍ୟଦଳ ବିରୁଦ୍ଧରେ ମଧ୍ୟ ଯୁଦ୍ଧ କଲେ ଓ ସେମାନଙ୍କୁ ପରାସ୍ତ କଲେ। ତେଣୁ ତିନି ବର୍ଷ ପର୍ଯ୍ୟନ୍ତ ପ୍ରତ୍ୟେକ ବର୍ଷ ଅମ୍ମୋନୀୟମାନେ ଯୋଥାମ୍ଙ୍କୁ 100 ତାଳନ୍ତ ରୂପା, ଦଶ ସହସ୍ର ଗହମ ଓ ଦଶ ସହସ୍ର ବୁଶେଲ ପରିମାଣର ବାର୍ଲି ଦେଲେ। Viz kapitola |