2 ବଂଶାବଳୀ 27:6 - ଓଡିଆ ବାଇବେଲ6 ଏହିରୂପେ ଯୋଥମ୍ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ସମ୍ମୁଖରେ ଆପଣା ପଥ ସଜାଡ଼ିବାରୁ ପରାକ୍ରାନ୍ତ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଏହିରୂପେ ଯୋଥମ୍ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ସମ୍ମୁଖରେ ଆପଣା ପଥ ସଜାଡ଼ିବାରୁ ପରାକ୍ରା; ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏହିରୂପେ ଯୋଥମ୍ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ସମ୍ମୁଖରେ ଆପଣା ପଥ ସଜାଡ଼ିବାରୁ ପରାକ୍ରାନ୍ତ ହେଲେ। Viz kapitolaପବିତ୍ର ବାଇବଲ6 ଯୋଥମ୍ ବିଶ୍ୱସ୍ତ ଭାବରେ ସଦାପ୍ରଭୁ ତାଙ୍କର ପରମେଶ୍ୱରଙ୍କର ବାଧ୍ୟ ହେବାରୁ ପରାକ୍ରମୀ ହୋଇ ଉଠିଲେ। Viz kapitola |