2 ବଂଶାବଳୀ 27:9 - ଓଡିଆ ବାଇବେଲ9 ପୁଣି, ଯୋଥମ୍ଙ୍କ ମୃତ୍ୟୁ ପରେ, ଲୋକମାନେ ଦାଉଦ-ନଗରରେ ତାଙ୍କୁ କବର ଦେଲେ; ତହୁଁ ତାଙ୍କର ପୁତ୍ର ଆହସ୍ ତାଙ୍କର ପଦରେ ରାଜ୍ୟ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ପୁଣି, ଯୋଥମ୍ ଆପଣା ପିତୃଗଣ ସହିତ ଶୟନ କରନ୍ତେ, ଲୋକମାନେ ଦାଉଦ-ନଗରରେ ତାଙ୍କୁ କବର ଦେଲେ; ତହୁଁ ତାଙ୍କର ପୁତ୍ର ଆହସ୍ ତାଙ୍କର ପଦରେ ରାଜ୍ୟ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ପୁଣି, ଯୋଥମ୍ଙ୍କ ମୃତ୍ୟୁ ପରେ, ଲୋକମାନେ ଦାଉଦ-ନଗରରେ ତାଙ୍କୁ କବର ଦେଲେ; ତହୁଁ ତାଙ୍କର ପୁତ୍ର ଆହସ୍ ତାଙ୍କର ପଦରେ ରାଜ୍ୟ କଲେ। Viz kapitolaପବିତ୍ର ବାଇବଲ9 ଏହା ପରେ ଯୋଥମ୍ ମୃତ୍ୟୁବରଣ କଲେ ଓ ତାଙ୍କର ପୂର୍ବପୁରୁଷମାନଙ୍କ ସହିତ କବରପ୍ରାପ୍ତ ହେଲେ। ଲୋକମାନେ ତାଙ୍କୁ ଦାଉଦଙ୍କ ନଗରରେ କବର ଦେଲେ। ଆହସ୍ ଯୋଥମ୍ଙ୍କ ସ୍ଥାନରେ ରାଜା ହେଲେ। ଆହସ୍ ଯୋଥମ୍ଙ୍କ ପୁତ୍ର ଥିଲେ। Viz kapitola |