2 ବଂଶାବଳୀ 28:10 - ଓଡିଆ ବାଇବେଲ10 ଆଉ, ଏବେ ତୁମ୍ଭେମାନେ ଯିହୁଦାର ଓ ଯିରୂଶାଲମର ସନ୍ତାନସନ୍ତତିଗଣକୁ ଆପଣାମାନଙ୍କର ବନ୍ଧାଦାସ ଓ ବନ୍ଧାଦାସୀ କରି ରଖିବାକୁ ମନସ୍ଥ କରୁଅଛ; ମାତ୍ର ତୁମ୍ଭମାନଙ୍କ ମଧ୍ୟରେ କ’ଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ବିରୁଦ୍ଧରେ ସ୍ୱକୃତ ଅପରାଧ ନାହିଁ ? Viz kapitolaପବିତ୍ର ବାଇବଲ (Re-edited) - (BSI)10 ଆଉ, ଏବେ ତୁମ୍ଭେମାନେ ଯିହୁଦାର ଓ ଯିରୂଶାଲମର ସନ୍ତାନ-ସନ୍ତତିଗଣକୁ ଆପଣାମାନଙ୍କର ବନ୍ଧାଦାସ ଓ ବନ୍ଧାଦାସୀ କରି ରଖିବାକୁ ମାନସ କରୁଅଛ; ମାତ୍ର ତୁମ୍ଭମାନଙ୍କ ମଧ୍ୟରେ କʼଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ପ୍ରତିକୂଳ ସ୍ଵକୃତ ଅପରାଧ ନାହିଁ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଆଉ, ଏବେ ତୁମ୍ଭେମାନେ ଯିହୁଦାର ଓ ଯିରୂଶାଲମର ସନ୍ତାନସନ୍ତତିଗଣକୁ ଆପଣାମାନଙ୍କର ବନ୍ଧାଦାସ ଓ ବନ୍ଧାଦାସୀ କରି ରଖିବାକୁ ମନସ୍ଥ କରୁଅଛ; ମାତ୍ର ତୁମ୍ଭମାନଙ୍କ ମଧ୍ୟରେ କʼଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ବିରୁଦ୍ଧରେ ସ୍ୱକୃତ ଅପରାଧ ନାହିଁ? Viz kapitolaପବିତ୍ର ବାଇବଲ10 ତୁମ୍ଭେମାନେ ଯିହୁଦା ଓ ଯିରୁଶାଲମର ଲୋକମାନଙ୍କୁ ତୁମ୍ଭର କ୍ରୀତଦାସରୂପେ ରଖିବା ନିମନ୍ତେ ଯୋଜନା କରିଅଛ। ଏହା କରି ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କର ବିରୁଦ୍ଧରେ ମଧ୍ୟ ପାପ କରିଅଛ। Viz kapitola |