Online Bible

- Reklamy -




2 ବଂଶାବଳୀ 28:12 - ଓଡିଆ ବାଇବେଲ

12 ଏଥିରେ ଯିହୋହାନନ୍‍ର ପୁତ୍ର ଅସରୀୟ, ମଶିଲ୍ଲୋମୋତ୍‍ର ପୁତ୍ର ବେରିଖୀୟ ଓ ଶଲ୍ଲୁମ୍‍ର ପୁତ୍ର ଯିହିଷ୍କିୟ ଓ ହଦ୍‍ଲୟର ପୁତ୍ର ଅମାସା, ଏହି କେତେକ ଇଫ୍ରୟିମ-ସନ୍ତାନଗଣର ପ୍ରଧାନ ଲୋକ ଯୁଦ୍ଧରୁ ଆଗତ ଲୋକମାନଙ୍କ ବିରୁଦ୍ଧରେ ଠିଆ ହୋଇ ସେମାନଙ୍କୁ କହିଲେ,

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

12 ଏଥିରେ ଯିହୋହାନନର ପୁତ୍ର ଅସରୀୟ, ମଶିଲ୍ଲୋମୋତ୍ର ପୁତ୍ର ବେରିଖୀୟ ଓ ଶଲ୍ଲୁମର ପୁତ୍ର ଯିହିଷ୍କିୟ ଓ ହଦ୍ଲୟର ପୁତ୍ର ଅମାସା, ଏହି କେତେକ ଇଫ୍ରୟିମ-ସନ୍ତାନଗଣର ପ୍ରଧାନ ଲୋକ ଯୁଦ୍ଧରୁ ଆଗତ ଲୋକମାନଙ୍କ ବିରୁଦ୍ଧରେ ଠିଆ ହୋଇ ସେମାନଙ୍କୁ କହିଲେ,

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଏଥିରେ ଯିହୋହାନନ୍‍ର ପୁତ୍ର ଅସରୀୟ, ମଶିଲ୍ଲୋମୋତ୍‍ର ପୁତ୍ର ବେରିଖୀୟ ଓ ଶଲ୍ଲୁମ୍‍ର ପୁତ୍ର ଯିହିଷ୍କିୟ ଓ ହଦ୍‍ଲୟର ପୁତ୍ର ଅମାସା, ଏହି କେତେକ ଇଫ୍ରୟିମ-ସନ୍ତାନଗଣର ପ୍ରଧାନ ଲୋକ ଯୁଦ୍ଧରୁ ଆଗତ ଲୋକମାନଙ୍କ ବିରୁଦ୍ଧରେ ଠିଆ ହୋଇ ସେମାନଙ୍କୁ କହିଲେ,

Viz kapitola kopírovat

ପବିତ୍ର ବାଇବଲ

12 ଏହା ପରେ ଇଫ୍ରୟିମର କେତେକ ନେତା ଦେଖିଲେ ଯେ, ଇସ୍ରାଏଲୀୟ ସୈନ୍ୟମାନେ ଯୁଦ୍ଧରୁ ଗୃହକୁ ପ୍ରତ୍ୟାବର୍ତ୍ତନ କଲେ। ସେହି ନେତାମାନେ ଇସ୍ରାଏଲୀୟ ସୈନ୍ୟମାନଙ୍କୁ ଭେଟିଲେ। ସେହି ନେତାମାନେ ଥିଲେ ଯିହୋହାନ‌ନଙ୍କ ପୁତ୍ର ଅସରିୟ, ମଶିଲୋମୋତ୍‌ଙ୍କ ପୁତ୍ର ବେରିଖିୟ, ଶଲ୍ଲୁମଙ୍କର ପୁତ୍ର ଯହିଷ୍କିୟ ଓ ହ‌ଦ୍‌ଲୟଙ୍କର ପୁତ୍ର ଅମାସା।

Viz kapitola kopírovat




2 ବଂଶାବଳୀ 28:12

Následuj nás:

Reklamy


Reklamy