Online Bible

- Reklamy -




2 ବଂଶାବଳୀ 28:13 - ଓଡିଆ ବାଇବେଲ

13 “ତୁମ୍ଭେମାନେ ବନ୍ଦୀମାନଙ୍କୁ ଏହି ସ୍ଥାନକୁ ଆଣିବ ନାହିଁ, କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟରେ ଆମ୍ଭମାନଙ୍କୁ ଆହୁରି ଅପରାଧଗ୍ରସ୍ତ କରିବା ପାଇଁ ଆମ୍ଭମାନଙ୍କର ପାପ ଓ ଅପରାଧସକଳର ବୃଦ୍ଧି କରିବାକୁ ମନସ୍ଥ କରୁଅଛ; ଆମ୍ଭମାନଙ୍କର ଭାରୀ ଅପରାଧ ହୋଇଅଛି ଓ ଇସ୍ରାଏଲ ଉପରେ ପ୍ରଚଣ୍ଡ କ୍ରୋଧ ରହିଅଛି।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ତୁମ୍ଭେମାନେ ବନ୍ଦୀମାନଙ୍କୁ ଏସ୍ଥାନକୁ ଆଣିବ ନାହିଁ, କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟରେ ଆମ୍ଭମାନଙ୍କୁ ଆହୁରି ଅପରାଧଗ୍ରସ୍ତ କରିବା ପାଇଁ ଆମ୍ଭମାନଙ୍କର ପାପ ଓ ଅପରାଧସକଳର ବୃଦ୍ଧି କରିବାକୁ ମାନସ କରୁଅଛ; ଆମ୍ଭମାନଙ୍କର ଭାରୀ ଅପରାଧ ହୋଇଅଛି ଓ ଇସ୍ରାଏଲ ଉପରେ ପ୍ରଚଣ୍ତ କ୍ରୋଧ ରହିଅଛି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 “ତୁମ୍ଭେମାନେ ବନ୍ଦୀମାନଙ୍କୁ ଏହି ସ୍ଥାନକୁ ଆଣିବ ନାହିଁ, କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟରେ ଆମ୍ଭମାନଙ୍କୁ ଆହୁରି ଅପରାଧଗ୍ରସ୍ତ କରିବା ପାଇଁ ଆମ୍ଭମାନଙ୍କର ପାପ ଓ ଅପରାଧସକଳର ବୃଦ୍ଧି କରିବାକୁ ମନସ୍ଥ କରୁଅଛ; ଆମ୍ଭମାନଙ୍କର ଭାରୀ ଅପରାଧ ହୋଇଅଛି ଓ ଇସ୍ରାଏଲ ଉପରେ ପ୍ରଚଣ୍ଡ କ୍ରୋଧ ରହିଅଛି।”

Viz kapitola kopírovat

ପବିତ୍ର ବାଇବଲ

13 ସେହି ନେତାମାନେ ଇସ୍ରାଏଲୀୟ ସୈନ୍ୟମାନଙ୍କୁ କହିଲେ, “ଯିହୁଦାର ବନ୍ଦୀମାନଙ୍କୁ ଏଠାକୁ ଆଣ ନାହିଁ। ଯଦି ତୁମ୍ଭେମାନେ ତାହା କରିବ, ତଦ୍ଦ୍ୱାରା ଆମ୍ଭମାନଙ୍କୁ ସଦାପ୍ରଭୁଙ୍କ ବିରୁଦ୍ଧରେ ଆହୁରି ଜଘନ୍ୟ ପାପ କରାଇବ। ତାହା ଆମ୍ଭମାନଙ୍କର ପାପ ଓ ଦୋଷକୁ ଆହୁରି ଗୁରୁତ୍ୱ କରିଦେବ ଓ ସଦାପ୍ରଭୁ ଇସ୍ରାଏଲ ବିରୁଦ୍ଧରେ ଭୟଙ୍କର କ୍ରୋଧ କରିବେ।”

Viz kapitola kopírovat




2 ବଂଶାବଳୀ 28:13

Následuj nás:

Reklamy


Reklamy