2 ବଂଶାବଳୀ 28:21 - ଓଡିଆ ବାଇବେଲ21 କାରଣ ଆହସ୍ ସଦାପ୍ରଭୁଙ୍କ ଗୃହରୁ ଓ ରାଜାଙ୍କର ଓ ଅଧିପତିମାନଙ୍କ ଗୃହରୁ ଧନ ହରଣ କରି ଅଶୂରର ରାଜାଙ୍କୁ ଦେଲେ; ମାତ୍ର ତଦ୍ଦ୍ୱାରା ତାଙ୍କର ସାହାଯ୍ୟ ହେଲା ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)21 କାରଣ ଆହସ୍ ସଦାପ୍ରଭୁଙ୍କ ଗୃହରୁ ଓ ରାଜାଙ୍କର ଓ ଅଧିପତିମାନଙ୍କ ଗୃହରୁ ଧନ ହରଣ କରି ଅଶୂରର ରାଜାକୁ ଦେଲେ; ମାତ୍ର ତଦ୍ଦ୍ଵାରା ତାଙ୍କର ସାହାଯ୍ୟ ହେଲା ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 କାରଣ ଆହସ୍ ସଦାପ୍ରଭୁଙ୍କ ଗୃହରୁ ଓ ରାଜାଙ୍କର ଓ ଅଧିପତିମାନଙ୍କ ଗୃହରୁ ଧନ ହରଣ କରି ଅଶୂରର ରାଜାଙ୍କୁ ଦେଲେ; ମାତ୍ର ତଦ୍ଦ୍ୱାରା ତାଙ୍କର ସାହାଯ୍ୟ ହେଲା ନାହିଁ। Viz kapitolaପବିତ୍ର ବାଇବଲ21 ଆହସ୍ ସଦାପ୍ରଭୁଙ୍କ ମନ୍ଦିରରୁ, ରାଜାଙ୍କ ଗୃହରୁ ଓ ମାନ୍ୟଗଣଙ୍କଠାରୁ କିଛି ମୂଲ୍ୟବାନ୍ ସାମଗ୍ରୀ ନେଲେ। ଆହସ୍ ସେହି ସାମଗ୍ରୀଗୁଡ଼ିକୁ ଅଶୂରୀୟ ରାଜାଙ୍କୁ ଦେଲେ। କିନ୍ତୁ ସେ ଆହସଙ୍କୁ କିଛି ସାହାଯ୍ୟ କଲା ନାହିଁ। Viz kapitola |