2 ବଂଶାବଳୀ 29:1 - ଓଡିଆ ବାଇବେଲ1 ହିଜକୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ; ଆଉ, ସେ ଯିରୂଶାଲମରେ ଅଣତିରିଶ ବର୍ଷ ରାଜ୍ୟ କଲେ; ତାଙ୍କ ମାତାଙ୍କର ନାମ ଅବୀୟ, ଯେ ଜିଖରୀୟର କନ୍ୟା ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ହିଜକୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ; ଆଉ, ସେ ଯିରୂଶାଲମରେ ଅଣତିରିଶ ବର୍ଷ ରାଜ୍ୟ କଲେ; ତାଙ୍କ ମାତାଙ୍କର ନାମ ଅବିଜା, ସେ ଜିଖରୀୟର କନ୍ୟା ଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହିଜକୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ; ଆଉ, ସେ ଯିରୂଶାଲମରେ ଅଣତିରିଶ ବର୍ଷ ରାଜ୍ୟ କଲେ; ତାଙ୍କ ମାତାଙ୍କର ନାମ ଅବୀୟ, ଯେ ଜିଖରୀୟର କନ୍ୟା ଥିଲେ। Viz kapitolaପବିତ୍ର ବାଇବଲ1 ହିଜକିୟ ରାଜା ହେବା ସମୟରେ ପଚିଶ୍ ବର୍ଷ ବୟସ୍କ ହୋଇଥିଲେ। ସେ ଯିରୁଶାଲମରେ ଅଣତିରିଶ୍ ବର୍ଷ ରାଜତ୍ୱ କଲେ। ତାଙ୍କ ମାତାଙ୍କର ନାମ ଥିଲା ଅବିଜା। ଅବିଜା ଜିଖରିୟଙ୍କ କନ୍ୟା ଥିଲେ। Viz kapitola |