2 ବଂଶାବଳୀ 29:11 - ଓଡିଆ ବାଇବେଲ11 ହେ ମୋହର ପୁତ୍ରମାନେ, ଏବେ ହେଳା କର ନାହିଁ; କାରଣ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେବା ପାଇଁ, ତାହାଙ୍କର ପରିଚର୍ଯ୍ୟା କରିବା ପାଇଁ ଓ ତୁମ୍ଭେମାନେ ଯେପରି ତାହାଙ୍କର ପରିଚାରକ ହେବ ଓ ଧୂପ ଜ୍ୱଳାଇବ, ଏଥିପାଇଁ ସେ ତୁମ୍ଭମାନଙ୍କୁ ମନୋନୀତ କରିଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)11 ହେ ମୋହର ପୁତ୍ରମାନେ, ଏବେ ହେଳା କର ନାହିଁ; କାରଣ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେବା ପାଇଁ, ତାହାଙ୍କର ପରିଚର୍ଯ୍ୟା କରିବା ପାଇଁ ଓ ତୁମ୍ଭେମାନେ ଯେପରି ତାହାଙ୍କର ପରିଚାରକ ହେବ ଓ ଧୂପ ଜ୍ଵଳାଇବ, ଏଥିପାଇଁ ସେ ତୁମ୍ଭମାନଙ୍କୁ ମନୋନୀତ କରିଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ହେ ମୋହର ପୁତ୍ରମାନେ, ଏବେ ହେଳା କର ନାହିଁ; କାରଣ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେବା ପାଇଁ, ତାହାଙ୍କର ପରିଚର୍ଯ୍ୟା କରିବା ପାଇଁ ଓ ତୁମ୍ଭେମାନେ ଯେପରି ତାହାଙ୍କର ପରିଚାରକ ହେବ ଓ ଧୂପ ଜ୍ୱଳାଇବ, ଏଥିପାଇଁ ସେ ତୁମ୍ଭମାନଙ୍କୁ ମନୋନୀତ କରିଅଛନ୍ତି।” Viz kapitolaପବିତ୍ର ବାଇବଲ11 ତେଣୁ ହେ ମୋର ପୁତ୍ରଗଣ, ଆଉ ପରିଚର୍ଯ୍ୟା କର ନାହିଁ କି ଆଉ ସମୟ ନଷ୍ଟ କର ନାହିଁ। ସଦାପ୍ରଭୁ ତୁମ୍ଭମାନଙ୍କୁ ତାଙ୍କର ସେବାକାର୍ଯ୍ୟ ନିମନ୍ତେ ମନୋନୀତ କରିଅଛନ୍ତି। ସେ ତୁମ୍ଭମାନଙ୍କୁ ତାଙ୍କର ମନ୍ଦିରରେ ସେବାକାର୍ଯ୍ୟ କରିବା ଓ ସୁଗନ୍ଧିଧୂପ ଜଳାଇବା ନିମନ୍ତେ ମନୋନୀତ କରିଛନ୍ତି।” Viz kapitola |