2 ବଂଶାବଳୀ 29:15 - ଓଡିଆ ବାଇବେଲ15 ପୁଣି, ସେମାନେ ଆପଣା ଭ୍ରାତୃଗଣକୁ ଏକତ୍ର କରି ଆପଣା ଆପଣାକୁ ପବିତ୍ର କଲେ ଓ ରାଜାଜ୍ଞାନୁସାରେ ସଦାପ୍ରଭୁଙ୍କ ବାକ୍ୟମତେ ସଦାପ୍ରଭୁଙ୍କ ଗୃହ ଶୁଚି କରିବାକୁ ଭିତରକୁ ଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ପୁଣି, ସେମାନେ ଆପଣା ଭ୍ରାତୃଗଣକୁ ଏକତ୍ର କରି ଆପଣା ଆପଣାକୁ ପବିତ୍ର କଲେ ଓ ରାଜାଜ୍ଞାନୁସାରେ ସଦାପ୍ରଭୁଙ୍କ ବାକ୍ୟମତେ ସଦାପ୍ରଭୁଙ୍କ ଗୃହ ଶୁଚି କରିବାକୁ ଭିତରକୁ ଗଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ପୁଣି, ସେମାନେ ଆପଣା ଭ୍ରାତୃଗଣକୁ ଏକତ୍ର କରି ଆପଣା ଆପଣାକୁ ପବିତ୍ର କଲେ ଓ ରାଜାଜ୍ଞାନୁସାରେ ସଦାପ୍ରଭୁଙ୍କ ବାକ୍ୟମତେ ସଦାପ୍ରଭୁଙ୍କ ଗୃହ ଶୁଚି କରିବାକୁ ଭିତରକୁ ଗଲେ। Viz kapitolaପବିତ୍ର ବାଇବଲ15 ଏହା ପରେ ଏହି ଲେବୀୟମାନେ ସେମାନଙ୍କର ଭ୍ରାତାମାନଙ୍କୁ ଏକତ୍ର କଲେ ଓ ମନ୍ଦିରର ପବିତ୍ର ସେବାକାର୍ଯ୍ୟ ନିମନ୍ତେ ସେମାନଙ୍କୁ ପ୍ରସ୍ତୁତ କଲେ। ସେମାନେ ରାଜାଙ୍କର ଆଦେଶ ମାନିଲେ, ଯାହାକି ସଦାପ୍ରଭୁଙ୍କଠାରୁ ଆସିଥିଲା। Viz kapitola |