Online Bible

- Reklamy -




2 ବଂଶାବଳୀ 29:22 - ଓଡିଆ ବାଇବେଲ

22 ତେଣୁ ବୃଷସବୁ ବଧ କରାଯା’ନ୍ତେ, ଯାଜକମାନେ ରକ୍ତ ଗ୍ରହଣ କରି ବେଦି ଉପରେ ସେଚନ କଲେ; ପୁଣି ମେଷ ବଧ କରାଯା’ନ୍ତେ, ସେମାନେ ଯଜ୍ଞବେଦି ଉପରେ ରକ୍ତ ସେଚନ କଲେ; ଆହୁରି, ମେଷଶାବକ ବଧ କରାଯା’ନ୍ତେ, ସେମାନେ ଯଜ୍ଞବେଦି ଉପରେ ରକ୍ତ ସେଚନ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

22 ତେଣୁ ବୃଷସବୁ ବଧ କରାଯାʼନ୍ତେ, ଯାଜକମାନେ ରକ୍ତ ଗ୍ରହଣ କରି ବେଦି ଉପରେ ସେଚନ କଲେ; ପୁଣି ମେଷ ବଧ କରାଯାʼନ୍ତେ, ସେମାନେ ଯଜ୍ଞବେଦି ଉପରେ ରକ୍ତ ସେଚନ କଲେ; ଆହୁରି, ମେଷଶାବକ ବଧ କରାଯାʼନ୍ତେ, ସେମାନେ ଯଜ୍ଞବେଦି ଉପରେ ରକ୍ତ ସେଚନ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ତେଣୁ ବୃଷସବୁ ବଧ କରାଯାʼନ୍ତେ, ଯାଜକମାନେ ରକ୍ତ ଗ୍ରହଣ କରି ବେଦି ଉପରେ ସେଚନ କଲେ; ପୁଣି ମେଷ ବଧ କରାଯାʼନ୍ତେ, ସେମାନେ ଯଜ୍ଞବେଦି ଉପରେ ରକ୍ତ ସେଚନ କଲେ; ଆହୁରି, ମେଷଶାବକ ବଧ କରାଯାʼନ୍ତେ, ସେମାନେ ଯଜ୍ଞବେଦି ଉପରେ ରକ୍ତ ସେଚନ କଲେ।

Viz kapitola kopírovat

ପବିତ୍ର ବାଇବଲ

22 ତେଣୁ ଯାଜକମାନେ ବଳଦମାନଙ୍କୁ ହତ୍ୟା କଲେ ଓ ରକ୍ତକୁ ରଖିଲେ। ଆଉ ସେମାନେ ସେହି ବଳଦର ରକ୍ତକୁ ବେଦି ଉପରେ ସିଞ୍ଚିଲେ। ଏହା ପରେ ଯାଜକମାନେ ମେଷମାନଙ୍କୁ ହତ୍ୟା କଲେ ଓ ମେଷମାନଙ୍କର ରକ୍ତ ଯଜ୍ଞବେଦି ଉପରେ ସିଞ୍ଚନ କଲେ।

Viz kapitola kopírovat




2 ବଂଶାବଳୀ 29:22

Následuj nás:

Reklamy


Reklamy