Online Bible

- Reklamy -




2 ବଂଶାବଳୀ 29:23 - ଓଡିଆ ବାଇବେଲ

23 ଏଉତ୍ତାରେ ସେମାନେ ପାପାର୍ଥକ ବଳିରୂପ ଛାଗସକଳ ରାଜା ଓ ସମାଜ ସାକ୍ଷାତରେ ନିକଟକୁ ଆଣିଲେ; ତହିଁରେ ସେମାନେ ସେମାନଙ୍କ ଉପରେ ହସ୍ତାର୍ପଣ କଲେ;

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

23 ଏଉତ୍ତାରେ ସେମାନେ ପାପାର୍ଥକ ବଳିରୂପ ଛାଗସକଳ ରାଜା ଓ ସମାଜ ସାକ୍ଷାତରେ ନିକଟକୁ ଆଣିଲେ; ତହିଁରେ ସେମାନେ ସେମାନଙ୍କ ଉପରେ ହସ୍ତାର୍ପଣ କଲେ;

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଏଉତ୍ତାରେ ସେମାନେ ପାପାର୍ଥକ ବଳିରୂପ ଛାଗସକଳ ରାଜା ଓ ସମାଜ ସାକ୍ଷାତରେ ନିକଟକୁ ଆଣିଲେ; ତହିଁରେ ସେମାନେ ସେମାନଙ୍କ ଉପରେ ହସ୍ତାର୍ପଣ କଲେ;

Viz kapitola kopírovat

ପବିତ୍ର ବାଇବଲ

23-24 ଏହା ପରେ ଯାଜକମାନେ ଛାଗଗୁଡ଼ିକୁ ରାଜାଙ୍କ ସମ୍ମୁଖକୁ ଆଣିଲେ ଓ ଲୋକମାନେ ଏକତ୍ର ସମ୍ମିଳିତ ହେଲେ। ଏହି ଛାଗଗୁଡ଼ିକ ପାପାର୍ଥକ ବଳି ଥିଲା। ଯାଜକମାନେ ସେମାନଙ୍କ ହସ୍ତ ଛାଗମାନଙ୍କ ମସ୍ତକ ଉପରେ ରଖିଲେ ଓ ଛାଗଗୁଡ଼ିକୁ ବଧ କଲେ। ଛାଗମାନଙ୍କର ରକ୍ତକୁ ଯଜ୍ଞବେଦି ଉପରେ ଉତ୍ସର୍ଗ କରି ଯାଜକମାନେ ପାପାର୍ଥକ ବଳି ଉତ୍ସର୍ଗ କଲେ। ପରମେଶ୍ୱର ଯେପରି ଇସ୍ରାଏଲର ଲୋକମାନଙ୍କର ପାପସବୁ କ୍ଷମା କରନ୍ତି, ଏଥିନିମନ୍ତେ ସେମାନେ ଏହିପରି କଲେ। ରାଜା କହିଲେ ଯେ, ଇସ୍ରାଏଲର ସମସ୍ତ ଲୋକଙ୍କ ନିମନ୍ତେ ହୋମବଳି ଉପହାର ଓ ପାପାର୍ଥକ ବଳି ଏକତ୍ର ଉତ୍ସର୍ଗ କରାଯିବା ଉଚିତ୍।

Viz kapitola kopírovat




2 ବଂଶାବଳୀ 29:23

Následuj nás:

Reklamy


Reklamy