2 ବଂଶାବଳୀ 29:30 - ଓଡିଆ ବାଇବେଲ30 ଆହୁରି, ହିଜକୀୟ ରାଜା ଓ ଅଧିପତିମାନେ ଦାଉଦଙ୍କର ଓ ଆସଫ ଦର୍ଶକର ବାକ୍ୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସାଗାନ କରିବାକୁ ଲେବୀୟମାନଙ୍କୁ ଆଜ୍ଞା କଲେ ତହୁଁ ସେମାନେ ଆନନ୍ଦରେ ପ୍ରଶଂସାଗାନ କଲେ ଓ ମସ୍ତକ ନତ କରି ପ୍ରଣାମ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)30 ଆହୁରି, ହିଜକୀୟ ରାଜା ଓ ଅଧିପତିମାନେ ଦାଉଦଙ୍କର ଓ ଆସଫ ଦର୍ଶକର ବାକ୍ୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସାଗାନ କରିବାକୁ ଲେବୀୟମାନଙ୍କୁ ଆଜ୍ଞା କଲେ। ତହୁଁ ସେମାନେ ଆନନ୍ଦରେ ପ୍ରଶଂସାଗାନ କଲେ ଓ ମସ୍ତକ ନତ କରି ପ୍ରଣାମ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଆହୁରି, ହିଜକୀୟ ରାଜା ଓ ଅଧିପତିମାନେ ଦାଉଦଙ୍କର ଓ ଆସଫ ଦର୍ଶକର ବାକ୍ୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବାକୁ ଲେବୀୟମାନଙ୍କୁ ଆଜ୍ଞା କଲେ ତହୁଁ ସେମାନେ ଆନନ୍ଦରେ ପ୍ରଶଂସା ଗାନ କଲେ ଓ ମସ୍ତକ ନତ କରି ପ୍ରଣାମ କଲେ। Viz kapitolaପବିତ୍ର ବାଇବଲ30 ରାଜା ହିଜକିୟ ଓ ତାଙ୍କର ପଦାଧିକାରୀମାନେ ଲେବୀୟମାନଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବାକୁ ଆଦେଶ ଦେଲେ। ସେମାନେ ଦାଉଦ ଓ ଆସଫ ଭବିଷ୍ୟଦ୍ବକ୍ତାଙ୍କ ରଚିତ ସଙ୍ଗୀତମାନ ଗାନ କଲେ। ସେମାନେ ପରମେଶ୍ୱରଙ୍କର ପ୍ରଶଂସା କଲେ ଓ ଆନନ୍ଦିତ ହେଲେ। ସେମାନେ ସମସ୍ତେ ନତମସ୍ତକ ହେଲେ ଓ ପରମେଶ୍ୱରଙ୍କର ଉପାସନା କଲେ। Viz kapitola |