2 ବଂଶାବଳୀ 29:32 - ଓଡିଆ ବାଇବେଲ32 ସମାଜ ଯେଉଁ ହୋମବଳି ଆଣିଲେ, ତହିଁର ସଂଖ୍ୟା, ଯଥା, ସତୁରି ବୃଷ ଓ ଏକ ଶହ ମେଷ ଓ ଦୁଇ ଶହ ମେଷଶାବକ, ଏହିସବୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମାର୍ଥକ ବଳି। Viz kapitolaପବିତ୍ର ବାଇବଲ (Re-edited) - (BSI)32 ସମାଜ ଯେଉଁ ହୋମବଳି ଆଣିଲେ, ତହିଁର ସଂଖ୍ୟା, ଯଥା, ସତୁରି ବୃଷ ଓ ଏକ ଶହ ମେଷ ଓ ଦୁଇ ଶହ ମେଷଶାବକ, ଏହିସବୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମାର୍ଥକ ବଳି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ସମାଜ ଯେଉଁ ହୋମବଳି ଆଣିଲେ, ତହିଁର ସଂଖ୍ୟା, ଯଥା, ସତୁରି ବୃଷ ଓ ଏକ ଶହ ମେଷ ଓ ଦୁଇ ଶହ ମେଷଶାବକ, ଏହିସବୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମାର୍ଥକ ବଳି। Viz kapitolaପବିତ୍ର ବାଇବଲ32 ସମ୍ମିଳିତ ଜନତା ଏହିପରି ଭାବରେ ହୋମବଳି ଉପହାର ସବୁ ଆଣିଲେ: ସତୁରି ବଳଦ, 100 ଗୋଟି ମେଷ ଓ 200 ଗୋଟି ମେଷଶାବକ। ଏହିସବୁ ପଶୁକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଉପହାର ସ୍ୱରୂପେ ଉତ୍ସର୍ଗ କରାଗଲା। Viz kapitola |