Online Bible

- Reklamy -

2 ବଂଶାବଳୀ 29:34 - ଓଡିଆ ବାଇବେଲ

34 ମାତ୍ର ଯାଜକମାନେ ଅଳ୍ପସଂଖ୍ୟକ ଥିବାରୁ ସେମାନେ ହୋମାର୍ଥକ ସକଳ ପଶୁର ଚର୍ମ କାଢ଼ି ପାରିଲେ ନାହିଁ। ଏଣୁ କାର୍ଯ୍ୟ ସମାପ୍ତ ନ ହେବା ପର୍ଯ୍ୟନ୍ତ ଓ ଯାଜକମାନେ ଆପଣାମାନଙ୍କୁ ପବିତ୍ର ନ କରିବା ପର୍ଯ୍ୟନ୍ତ ସେମାନଙ୍କ ଭ୍ରାତା ଲେବୀୟମାନେ ସେମାନଙ୍କର ସାହାଯ୍ୟ କଲେ; କାରଣ ଲେବୀୟମାନେ ଆପଣାମାନଙ୍କୁ ପବିତ୍ର କରିବା ପାଇଁ ଯାଜକମାନଙ୍କ ଅପେକ୍ଷା ଅଧିକ ସିଦ୍ଧମନା ଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ମାତ୍ର ଯାଜକମାନେ ଅଳ୍ପସଂଖ୍ୟକ ଥିବାରୁ ସେମାନେ ହୋମାର୍ଥକ ସକଳ ପଶୁର ଚର୍ମ କାଢ଼ି ପାରିଲେ ନାହିଁ। ଏଣୁ କାର୍ଯ୍ୟ ସମାପ୍ତ ନ ହେବା ପର୍ଯ୍ୟନ୍ତ ଓ ଯାଜକମାନେ ଆପଣାମାନଙ୍କୁ ପବିତ୍ର ନ କରିବା ପର୍ଯ୍ୟନ୍ତ ସେମାନଙ୍କ ଭ୍ରାତା ଲେବୀୟମାନେ ସେମାନଙ୍କର ସାହାଯ୍ୟ କଲେ; କାରଣ ଲେବୀୟମାନେ ଆପଣାମାନଙ୍କୁ ପବିତ୍ର କରିବା ପାଇଁ ଯାଜକମାନଙ୍କ ଅପେକ୍ଷା ଅଧିକ ସିଦ୍ଧମନା ଥିଲେ।

Viz kapitola kopírovat

ପବିତ୍ର ବାଇବଲ

34 କିନ୍ତୁ ଏହି ସମସ୍ତ ପଶୁଙ୍କୁ କାଟି ଓ ଚମଡ଼ା ପରିଷ୍କାର କରି ହୋମବଳି ନୈବେଦ୍ୟ ସ୍ୱରୂପେ ଉତ୍ସର୍ଗ କରିବା ନିମନ୍ତେ ଯଥେଷ୍ଟ ସଂଖ୍ୟକ ଯାଜକ ନ ଥିଲେ। ତେଣୁ ସେମାନଙ୍କର ଆତ୍ମୀୟମାନେ ଓ ଲେବୀୟମାନେ କାର୍ଯ୍ୟ ଶେଷ ହେବା ପର୍ଯ୍ୟନ୍ତ ଓ ଯାଜକମାନେ ପବିତ୍ର ସେବାକାର୍ଯ୍ୟ ନିମନ୍ତେ ନିଜକୁ ପ୍ରସ୍ତୁତ କରିବା ପର୍ଯ୍ୟନ୍ତ ସେମାନଙ୍କୁ ସାହାଯ୍ୟ କଲେ। ଲେବୀୟମାନେ ସଦାପ୍ରଭୁଙ୍କ ସେବା କରିବା ନିମନ୍ତେ ନିଜକୁ ପ୍ରସ୍ତୁତ କରିବା ଉଦ୍ଦେଶ୍ୟରେ ଅତ୍ୟନ୍ତ ସଚେତନ ଥିଲେ। ସେମାନେ ଯାଜକମାନଙ୍କଠାରୁ ମଧ୍ୟ ଅଧିକ ସଚେତନ ଥିଲେ।

Viz kapitola kopírovat

2 ବଂଶାବଳୀ 29:34

Následuj nás:

Reklamy

Reklamy