Online Bible

- Reklamy -




2 ବଂଶାବଳୀ 29:8 - ଓଡିଆ ବାଇବେଲ

8 ଏହେତୁ ଯିହୁଦା ଓ ଯିରୂଶାଲମ ଉପରେ ସଦାପ୍ରଭୁଙ୍କ କୋପ ଉପସ୍ଥିତ ହେଲା, ପୁଣି ତୁମ୍ଭେମାନେ ସ୍ୱଚକ୍ଷୁରେ ଦେଖୁଅଛ ଯେ, ସେ ସେମାନଙ୍କୁ ଏଣେତେଣେ ଚାଳିତ ହେବା ପାଇଁ, ଆଶଙ୍କାର ଓ ଶୀସ୍‍ର ବିଷୟ କରିବା ପାଇଁ ସମର୍ପଣ କରିଅଛନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

8 ଏହେତୁ ଯିହୁଦା ଓ ଯିରୂଶାଲମ ଉପରେ ସଦାପ୍ରଭୁଙ୍କ କୋପ ଉପସ୍ଥିତ ହେଲା, ପୁଣି ତୁମ୍ଭେମାନେ ସ୍ଵଚକ୍ଷୁରେ ଦେଖୁଅଛ ଯେ, ସେ ସେମାନଙ୍କୁ ଏଣେତେଣେ ଚାଳିତ ହେବା ପାଇଁ, ଆଶଙ୍କାର ଓ ଶୀସ୍ର ବିଷୟ କରିବା ପାଇଁ ସମର୍ପଣ କରିଅଛନ୍ତି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଏହେତୁ ଯିହୁଦା ଓ ଯିରୂଶାଲମ ଉପରେ ସଦାପ୍ରଭୁଙ୍କ କୋପ ଉପସ୍ଥିତ ହେଲା, ପୁଣି ତୁମ୍ଭେମାନେ ସ୍ୱଚକ୍ଷୁରେ ଦେଖୁଅଛ ଯେ, ସେ ସେମାନଙ୍କୁ ଏଣେତେଣେ ଚାଳିତ ହେବା ପାଇଁ, ଆଶଙ୍କାର ଓ ଶୀସ୍‍ର ବିଷୟ କରିବା ପାଇଁ ସମର୍ପଣ କରିଅଛନ୍ତି।

Viz kapitola kopírovat

ପବିତ୍ର ବାଇବଲ

8 ତେଣୁ ସଦାପ୍ରଭୁ ଯିହୁଦା ଓ ଯିରୁଶାଲମର ଲୋକମାନଙ୍କ ପ୍ରତି ଅତ୍ୟନ୍ତ କ୍ରୋଧ କଲେ। ସଦାପ୍ରଭୁ ସେମାନଙ୍କୁ ଦଣ୍ଡିତ କଲେ। ଯିହୁଦା ଓ ଯିରୁଶାଲମର ଲୋକମାନଙ୍କର ସଦାପ୍ରଭୁ ଯାହା ଘଟାଇଲେ, ତାହା ଯେତେବେଳେ ଅନ୍ୟ ଲୋକମାନେ ଦେଖିଲେ, ସେମାନେ ଅତ୍ୟନ୍ତ ଭୟଭୀତ ଓ ହତଚକିତ ହୋଇପଡ଼ିଲେ। ସେହି ଅନ୍ୟ ଦେଶମାନେ ଯିହୁଦାର ଲୋକଙ୍କ ନିମନ୍ତେ ଘୃଣା ଓ ଲଜ୍ଜାରେ ଆପଣା ଆପଣା ମୁଣ୍ଡ ନୁଆଁଇଲେ। ତୁମ୍ଭେମାନେ ତାହା ସ୍ୱଚକ୍ଷୁରେ ଦେଖୁଅଛ।

Viz kapitola kopírovat




2 ବଂଶାବଳୀ 29:8

Následuj nás:

Reklamy


Reklamy