2 ବଂଶାବଳୀ 30:17 - ଓଡିଆ ବାଇବେଲ17 କାରଣ ସମାଜ ମଧ୍ୟରେ ଅନେକ ଲୋକ ଆପଣାମାନଙ୍କୁ ପବିତ୍ର କରି ନ ଥିଲେ; ଏହେତୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କରିବାକୁ ପ୍ରତ୍ୟେକ ଅଶୁଚି ଲୋକ ନିମନ୍ତେ ନିସ୍ତାର ପର୍ବର ବଳି ବଧ କରିବାର ଭାର ଲେବୀୟମାନଙ୍କ ଉପରେ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)17 କାରଣ ସମାଜ ମଧ୍ୟରେ ଅନେକ ଲୋକ ଆପଣାମାନଙ୍କୁ ପବିତ୍ର କରି ନ ଥିଲେ; ଏହେତୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କରିବାକୁ ପ୍ରତ୍ୟେକ ଅଶୁଚି ଲୋକ ନିମନ୍ତେ ନିସ୍ତାର ପର୍ବର ବଳି ବଧ କରିବାର ଭାର ଲେବୀୟମାନଙ୍କ ଉପରେ ଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 କାରଣ ସମାଜ ମଧ୍ୟରେ ଅନେକ ଲୋକ ଆପଣାମାନଙ୍କୁ ପବିତ୍ର କରି ନ ଥିଲେ; ଏହେତୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କରିବାକୁ ପ୍ରତ୍ୟେକ ଅଶୁଚି ଲୋକ ନିମନ୍ତେ ନିସ୍ତାର ପର୍ବର ବଳି ବଧ କରିବାର ଭାର ଲେବୀୟମାନଙ୍କ ଉପରେ ଥିଲା। Viz kapitolaପବିତ୍ର ବାଇବଲ17 ଦଳରେ ଅନେକ ଲୋକ ଥିଲେ, ଯେଉଁମାନେ ପବିତ୍ର ସେବାକାର୍ଯ୍ୟ ନିମନ୍ତେ ନିଜକୁ ପ୍ରସ୍ତୁତ କରି ନ ଥିଲେ, ତେଣୁ ସେମାନଙ୍କୁ ନିସ୍ତାରପର୍ବର ମେଷଶାବକକୁ ବଧ କରିବାକୁ ଅନୁମତି ଦିଆଗଲା ନାହିଁ। ତେଣୁ ପରିଷ୍କୃତ ହୋଇ ନ ଥିବା ପ୍ରତ୍ୟେକ ବ୍ୟକ୍ତିର ନିମନ୍ତେ ଲେବୀୟମାନେ ନିସ୍ତାରପର୍ବର ମେଷଶାବକଗୁଡ଼ିକୁ ହତ୍ୟା କରିବାର ଦାୟିତ୍ୱ ନେଲେ। ଲେବୀୟମାନେ ପ୍ରତ୍ୟେକ ମେଷଶାବକକୁ ସଦାପ୍ରଭୁଙ୍କ ନିମନ୍ତେ ପବିତ୍ର କଲେ। Viz kapitola |