2 ବଂଶାବଳୀ 30:2 - ଓଡିଆ ବାଇବେଲ2 କାରଣ ରାଜା, ତାଙ୍କର ଅଧିପତିମାନେ ଓ ଯିରୂଶାଲମସ୍ଥ ସମଗ୍ର ସମାଜ ଦ୍ୱିତୀୟ ମାସରେ ନିସ୍ତାର ପର୍ବ ପାଳନ କରିବା ପାଇଁ ମନ୍ତ୍ରଣା କରିଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)2 କାରଣ ରାଜା, ତାଙ୍କର ଅଧିପତିମାନେ ଓ ଯିରୂଶାଲମସ୍ଥ ସମଗ୍ର ସମାଜ ଦ୍ଵିତୀୟ ମାସରେ ନିସ୍ତାର ପର୍ବ ପାଳନ କରିବା ପାଇଁ ମନ୍ତ୍ରଣା କରିଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 କାରଣ ରାଜା, ତାଙ୍କର ଅଧିପତିମାନେ ଓ ଯିରୂଶାଲମସ୍ଥ ସମଗ୍ର ସମାଜ ଦ୍ୱିତୀୟ ମାସରେ ନିସ୍ତାର ପର୍ବ ପାଳନ କରିବା ପାଇଁ ମନ୍ତ୍ରଣା କରିଥିଲେ। Viz kapitolaପବିତ୍ର ବାଇବଲ2 ଦ୍ୱିତୀୟ ମାସରେ ନିସ୍ତାରପର୍ବ ପାଳିବା ନିମନ୍ତେ ରାଜା ହିଜକିୟ ତାଙ୍କର ସମସ୍ତ ପଦାଧିକାରୀ ଓ ଯିରୁଶାଲମର ସମସ୍ତ ଜନତାଙ୍କ ସହ ଏକମତ ହେଲେ। Viz kapitola |