2 ବଂଶାବଳୀ 30:21 - ଓଡିଆ ବାଇବେଲ21 ଏହିରୂପେ ଯିରୂଶାଲମରେ ଉପସ୍ଥିତ ଇସ୍ରାଏଲ ସନ୍ତାନଗଣ ମହାନନ୍ଦରେ ସାତ ଦିନ ତାଡ଼ିଶୂନ୍ୟ ରୁଟିର ପର୍ବ ପାଳନ କଲେ; ପୁଣି ଲେବୀୟମାନେ ଓ ଯାଜକମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉଚ୍ଚ ବାଦ୍ୟ ଧ୍ୱନିରେ ଗାନ କରି ପ୍ରତି ଦିନ ସଦାପ୍ରଭୁଙ୍କର ପ୍ରଶଂସା କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ଏହିରୂପେ ଯିରୂଶାଲମରେ ଉପସ୍ଥିତ ଇସ୍ରାଏଲ-ସନ୍ତାନଗଣ ମହାନନ୍ଦରେ ସାତ ଦିନ ତାଡ଼ିଶୂନ୍ୟ ରୋଟୀର ପର୍ବ ପାଳନ କଲେ; ପୁଣି ଲେବୀୟମାନେ ଓ ଯାଜକମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉଚ୍ଚ ବାଦ୍ୟଧ୍ଵନିରେ ଗାନ କରି ପ୍ରତି ଦିନ ସଦାପ୍ରଭୁଙ୍କର ପ୍ରଶଂସା କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଏହିରୂପେ ଯିରୂଶାଲମରେ ଉପସ୍ଥିତ ଇସ୍ରାଏଲ-ସନ୍ତାନଗଣ ମହାନନ୍ଦରେ ସାତ ଦିନ ତାଡ଼ିଶୂନ୍ୟ ରୁଟିର ପର୍ବ ପାଳନ କଲେ; ପୁଣି ଲେବୀୟମାନେ ଓ ଯାଜକମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉଚ୍ଚ ବାଦ୍ୟ ଧ୍ୱନିରେ ଗାନ କରି ପ୍ରତିଦିନ ସଦାପ୍ରଭୁଙ୍କର ପ୍ରଶଂସା କଲେ। Viz kapitolaପବିତ୍ର ବାଇବଲ21 ଯିରୁଶାଲମରେ ଇସ୍ରାଏଲର ସନ୍ତାନମାନେ ତାଡ଼ୀଶୂନ୍ୟ ପାଉଁରୋଟୀର ପର୍ବ ସାତ ଦିନ ପର୍ଯ୍ୟନ୍ତ ପାଳନ କଲେ। ସେମାନେ ଅତ୍ୟନ୍ତ ଆନନ୍ଦିତ ଥିଲେ। ଲେବୀୟ ଓ ଯାଜକମାନେ ପ୍ରତିଦିନ ସେମାନଙ୍କର ସମସ୍ତ ଶକ୍ତି ସହିତ ସଦାପ୍ରଭୁଙ୍କର ପ୍ରଶଂସା କଲେ। Viz kapitola |