Online Bible

- Reklamy -




2 ବଂଶାବଳୀ 30:27 - ଓଡିଆ ବାଇବେଲ

27 ଏଉତ୍ତାରେ ଲେବୀୟ ଯାଜକମାନେ ଉଠି ଲୋକମାନଙ୍କୁ ଆଶୀର୍ବାଦ କଲେ; ପୁଣି ସେମାନଙ୍କ ରବରେ ମନୋଯୋଗ କରାଗଲା ଓ ସେମାନଙ୍କ ପ୍ରାର୍ଥନା ତାହାଙ୍କ ପବିତ୍ର ବାସସ୍ଥାନ ସ୍ୱର୍ଗ ପର୍ଯ୍ୟନ୍ତ ପ୍ରବେଶ କଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

27 ଏଉତ୍ତାରେ ଲେବୀୟ ଯାଜକମାନେ ଉଠି ଲୋକମାନଙ୍କୁ କଲ୍ୟାଣ କଲେ; ପୁଣି ସେମାନଙ୍କ ରବରେ ମନୋଯୋଗ କରାଗଲା ଓ ସେମାନଙ୍କ ପ୍ରାର୍ଥନା ତାହାଙ୍କ ପବିତ୍ର ବାସସ୍ଥାନ ସ୍ଵର୍ଗ ପର୍ଯ୍ୟନ୍ତ ପ୍ରବେଶ କଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଏଉତ୍ତାରେ ଲେବୀୟ ଯାଜକମାନେ ଉଠି ଲୋକମାନଙ୍କୁ ଆଶୀର୍ବାଦ କଲେ; ପୁଣି ସେମାନଙ୍କ ରବରେ ମନୋଯୋଗ କରାଗଲା ଓ ସେମାନଙ୍କ ପ୍ରାର୍ଥନା ତାହାଙ୍କ ପବିତ୍ର ବାସସ୍ଥାନ ସ୍ୱର୍ଗ ପର୍ଯ୍ୟନ୍ତ ପ୍ରବେଶ କଲା।

Viz kapitola kopírovat

ପବିତ୍ର ବାଇବଲ

27 ଯାଜକମାନେ ଓ ଲେବୀୟମାନେ ଉଠି ଛିଡ଼ା ହେଲେ ଓ ଲୋକମାନଙ୍କୁ ଆଶୀର୍ବାଦ କରିବା ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ। ପରମେଶ୍ୱର ସେମାନଙ୍କ କଥା ଶୁଣିଲେ, ସେମାନଙ୍କର ପ୍ରାର୍ଥନା ସଦାପ୍ରଭୁଙ୍କ ପବିତ୍ର ଗୃହ ସ୍ୱର୍ଗରେ ପହଞ୍ଚିଲା।

Viz kapitola kopírovat




2 ବଂଶାବଳୀ 30:27

Následuj nás:

Reklamy


Reklamy