Online Bible

- Reklamy -




2 ବଂଶାବଳୀ 30:7 - ଓଡିଆ ବାଇବେଲ

7 ଆଉ, ତୁମ୍ଭେମାନେ ଆପଣାମାନଙ୍କ ପିତୃଗଣ ଓ ଭ୍ରାତୃଗଣ ତୁଲ୍ୟ ନ ହୁଅ, ସେମାନେ ଆପଣା ପୂର୍ବପୁରୁଷଗଣର ପରମେଶ୍ୱର ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କଲେ, ତେଣୁ ତୁମ୍ଭେମାନେ ଦେଖୁଅଛ ଯେ, ସେ ସେମାନଙ୍କୁ ବିନାଶରେ ସମର୍ପଣ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

7 ଆଉ, ତୁମ୍ଭେମାନେ ଆପଣାମାନଙ୍କ ପିତୃଗଣ ଓ ଭ୍ରାତୃଗଣ ତୁଲ୍ୟ ନ ହୁଅ, ସେମାନେ ଆପଣା ପୂର୍ବପୁରୁଷ-ଗଣର ପରମେଶ୍ଵର ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟଲଙ୍ଘନ କଲେ, ତେଣୁ ତୁମ୍ଭେମାନେ ଦେଖୁଅଛ ଯେ, ସେ ସେମାନଙ୍କୁ ବିନାଶରେ ସମର୍ପଣ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଆଉ, ତୁମ୍ଭେମାନେ ଆପଣାମାନଙ୍କ ପିତୃଗଣ ଓ ଭ୍ରାତୃଗଣ ତୁଲ୍ୟ ନ ହୁଅ, ସେମାନେ ଆପଣା ପୂର୍ବପୁରୁଷଗଣର ପରମେଶ୍ୱର ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କଲେ, ତେଣୁ ତୁମ୍ଭେମାନେ ଦେଖୁଅଛ ଯେ, ସେ ସେମାନଙ୍କୁ ବିନାଶରେ ସମର୍ପଣ କଲେ।

Viz kapitola kopírovat

ପବିତ୍ର ବାଇବଲ

7 ତୁମ୍ଭମାନଙ୍କର ପିତାଙ୍କର କିମ୍ବା ତୁମ୍ଭମାନଙ୍କର ଭ୍ରାତାଗଣଙ୍କ ପରି ହୁଅ ନାହିଁ। ସଦାପ୍ରଭୁ ସେମାନଙ୍କର ପୂର୍ବପୁରୁଷମାନଙ୍କର ପରମେଶ୍ୱର ଥିଲେ, କିନ୍ତୁ ସେମାନେ ତାଙ୍କର ବିରୁଦ୍ଧରେ ଗଲେ। ତେଣୁ ସଦାପ୍ରଭୁ ସେମାନଙ୍କୁ ଧ୍ୱଂସ କଲେ, ଏହା ତୁମ୍ଭେ ଜାଣ।

Viz kapitola kopírovat




2 ବଂଶାବଳୀ 30:7

Následuj nás:

Reklamy


Reklamy