Online Bible

- Reklamy -




2 ବଂଶାବଳୀ 30:9 - ଓଡିଆ ବାଇବେଲ

9 କାରଣ ତୁମ୍ଭେମାନେ ଯେବେ ପୁନର୍ବାର ସଦାପ୍ରଭୁଙ୍କ ପ୍ରତି ଫେରିବ, ତେବେ ତୁମ୍ଭମାନଙ୍କ ଭ୍ରାତୃଗଣ ଓ ସନ୍ତାନଗଣ ଯେଉଁମାନଙ୍କ ଦ୍ୱାରା ବନ୍ଦୀ ରୂପେ ନୀତ ହୋଇଅଛନ୍ତି, ସେମାନଙ୍କ ଦୃଷ୍ଟିରେ ଦୟାପ୍ରାପ୍ତ ହେବେ ଓ ପୁନର୍ବାର ଏହି ଦେଶକୁ ଆସିବେ; ଯେଣୁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର କୃପାମୟ ଓ ଦୟାଳୁ ଅଟନ୍ତି, ଯେବେ ତୁମ୍ଭେମାନେ ତାହାଙ୍କ ପ୍ରତି ଫେରିବ, ତେବେ ସେ ତୁମ୍ଭମାନଙ୍କଠାରୁ ଆପଣା ମୁଖ ଫେରାଇବେ ନାହିଁ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

9 କାରଣ ତୁମ୍ଭେମାନେ ଯେବେ ପୁନର୍ବାର ସଦାପ୍ରଭୁଙ୍କ ପ୍ରତି ଫେରିବ, ତେବେ ତୁମ୍ଭମାନଙ୍କ ଭ୍ରାତୃଗଣ ଓ ସନ୍ତାନଗଣ ଯେଉଁମାନଙ୍କ ଦ୍ଵାରା ବନ୍ଦୀ ରୂପେ ନୀତ ହୋଇଅଛନ୍ତି, ସେମାନଙ୍କ ଦୃଷ୍ଟିରେ ଦୟାପ୍ରାପ୍ତ ହେବେ ଓ ପୁନର୍ବାର ଏହି ଦେଶକୁ ଆସିବେ; ଯେଣୁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର କୃପାମୟ ଓ ଦୟାଳୁ ଅଟନ୍ତି, ଯେବେ ତୁମ୍ଭେମାନେ ତାହାଙ୍କ ପ୍ରତି ଫେରିବ, ତେବେ ସେ ତୁମ୍ଭମାନଙ୍କଠାରୁ ଆପଣା ମୁଖ ଫେରାଇବେ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 କାରଣ ତୁମ୍ଭେମାନେ ଯେବେ ପୁନର୍ବାର ସଦାପ୍ରଭୁଙ୍କ ପ୍ରତି ଫେରିବ, ତେବେ ତୁମ୍ଭମାନଙ୍କ ଭ୍ରାତୃଗଣ ଓ ସନ୍ତାନଗଣ ଯେଉଁମାନଙ୍କ ଦ୍ୱାରା ବନ୍ଦୀ ରୂପେ ନୀତ ହୋଇଅଛନ୍ତି, ସେମାନଙ୍କ ଦୃଷ୍ଟିରେ ଦୟାପ୍ରାପ୍ତ ହେବେ ଓ ପୁନର୍ବାର ଏହି ଦେଶକୁ ଆସିବେ; ଯେଣୁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର କୃପାମୟ ଓ ଦୟାଳୁ ଅଟନ୍ତି, ଯେବେ ତୁମ୍ଭେମାନେ ତାହାଙ୍କ ପ୍ରତି ଫେରିବ, ତେବେ ସେ ତୁମ୍ଭମାନଙ୍କଠାରୁ ଆପଣା ମୁଖ ଫେରାଇବେ ନାହିଁ।”

Viz kapitola kopírovat

ପବିତ୍ର ବାଇବଲ

9 ଯଦି ତୁମ୍ଭେମାନେ ଫେରି ଆସିବ ଓ ସଦାପ୍ରଭୁଙ୍କୁ ମାନିବ, ତେବେ ତୁମ୍ଭମାନଙ୍କର ଆତ୍ମୀୟମାନେ ଓ ତୁମ୍ଭମାନଙ୍କର ସନ୍ତାନସନ୍ତତିଗଣ ସେମାନଙ୍କୁ ବନ୍ଦୀ କରି ନେଇଯାଇଥିବା ଲୋକମାନଙ୍କଠାରୁ ଦୟା ପାଇବେ। ଆଉ ତୁମ୍ଭମାନଙ୍କର ଆତ୍ମୀୟମାନେ ଓ ତୁମ୍ଭମାନଙ୍କର ସନ୍ତାନଗଣ ଏହି ଦେଶକୁ ଫେରି ଆସିବେ। ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱର ଦୟାଳୁ ଓ ଅନୁଗ୍ରହରେ ପୂର୍ଣ୍ଣ ଅଟନ୍ତି। ଯଦି ତୁମ୍ଭେମାନେ ତାହାଙ୍କ ନିକଟକୁ ଫେରି ଆସିବ, ତେବେ ସେ ତୁମ୍ଭମାନଙ୍କୁ ତ୍ୟାଗ କରିଯିବେ ନାହିଁ।”

Viz kapitola kopírovat




2 ବଂଶାବଳୀ 30:9

Následuj nás:

Reklamy


Reklamy